ଭୁବନେଶ୍ୱର : ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଭାରତ ସରକାର ଓଡ଼ିଶାର ୩ ସାଂସ୍କୃତିକ ପରମ୍ପରାକୁ ସାମିଲ କରିଛନ୍ତି। ସେଗୁଡିକ ହେଲୋ ମାଣବସା ଗୁରୁବାର, ଛଉନୃତ୍ୟ ଏବଂ ରାବଣଛାୟାକୁ ଏହି ତାଲିକାରେ ସ୍ଥାନିତ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରିଛନ୍ତି। ଏହି ଐତିହାସିକ ନିର୍ଣ୍ଣୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସାଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି। ଧର୍ମେନ୍ଦ୍ର ଭାରତ ସରକାରଙ୍କ ଏହି ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ ବୋଲି ଟୁଇଟ୍ରେ କହିଛନ୍ତି।
‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- vibramycin for dogs on ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳ ପାଇଁ ପାନୀୟ ଜଳ ଯୋଜନାର ସମୀକ୍ଷା
- furosemide 20 mg tablet for dogs on ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- diflucan generic cost without insurance on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ
- lasix diuretico on ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳ ପାଇଁ ପାନୀୟ ଜଳ ଯୋଜନାର ସମୀକ୍ଷା
- slotica on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
