ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଜଗତସିଂହପୁର ଜିଲ୍ଲାର ପାରଦୀପ ବିଧାୟକ ଦାମଙ୍କୁ ବହିଷ୍କୃତ କରାଯାଇଇଥିବା ଜଣାପଡ଼ିଛି। ବିଜୁ ଜନତା ଦଳ ସଂପାଦକ ବିଜୟ କୁମାର ନାୟକ ଏକ ପ୍ରେସ୍ ଇସ୍ତାହାରରେ ଏହା ଜଣାଇଛନ୍ତି ।
ଦାମୋଦର ରାଉତ ଦଳରୁ ବହିଷ୍କୃତ
Leave a Comment
Leave a Comment
- Advertisement -
