ନୂଆଦିଲ୍ଲୀ : ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ନେଇ ଅନେକେ ଚିନ୍ତା ପ୍ରକଟ କରିଛନ୍ତି। କେବଳ ସେତିକି ନୁହେଁ ୨୪ ଘଣ୍ଟାରେ ୪୦ ଜଣଙ୍କ ମୃତ୍ୟୁ ମଧ୍ୟ କରୋନା ସ୍ଥିତିକୁ ଆହୁରି ଗମ୍ଭିର କରିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶନିବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୭,୪୪୭ରେ। ଏମାନଙ୍କ ମଧ୍ୟରୁ ୬,୫୬୫ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୬୪୩ ଜଣ ସୁସ୍ଥ ହୋଇଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ସେହିପରି କରୋନା ସଂକ୍ରମଣରେ ଏବେସୁଦ୍ଧା ୨୩୯ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇସାରିଲାଣି। ମହାରାଷ୍ଟ୍ରରେ ସର୍ବାଧିକ ୧,୫୭୪ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୮୮ ଜଣ ସୁସ୍ଥ ହୋଇଛନ୍ତି ଓ ୧୧୦ଜଣଙ୍କ ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି। ସେହିପରି ତାମିଲନାଡୁରେ ୯୧୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।
ଦେଶରେ ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_mset on ନୟାଗଡ ର୍ନିବାଚନମଣ୍ଡଳୀରୁ ପ୍ରଚାର ମୈଦାନକୁ ଓହ୍ଲାଇଲେ ନବୀନ
- mostbet_tdma on ନୟାଗଡ ର୍ନିବାଚନମଣ୍ଡଳୀରୁ ପ୍ରଚାର ମୈଦାନକୁ ଓହ୍ଲାଇଲେ ନବୀନ
- 1xbet indir_ujsa on ଆଜି କ୍ୱାଟର ଫାଇନାଲରେ ମୁହାଁମୁହିଁ ହେବେ : ଆର୍ଜେଣ୍ଟିନା-ଇଂଲଣ୍ଡ, ଅଷ୍ଟେଲିଆ-ଫ୍ରାନ୍ସ !
- Andrewhiera on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- sericit_lbon on ନୂଆ ବର୍ଷରେ ବିଦାୟ ନେଲେ କମେଡି କିଙ୍ଗ କାଦର ଖାନ୍ !
