ମୟୂରଭଞ୍ଜ ; ମୟୂରଭଞ୍ଜ ଜିଲ୍ଲାର ମୋରଡା ଥାନା ଅନ୍ତର୍ଗତ ଚିକିଟାମାଟିଆ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ସୂଚନାନୁସାରେ, ଗତକାଲି ସଂଧ୍ୟା ପ୍ରାୟ ୫ଘଟିକା ସମୟରେ ୨ଟି ମଟରସାଇକଲ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା ଫଳରେ ଘଟଣା ସ୍ଥଳରେ ୨ଜଣ ମଟରସାଇକଲ ଆରୋହୀଙ୍କ ମୃତ୍ୟୁ ହୋଇଥିଲା ଏବଂ ଅନ୍ୟ ଜଣକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ôଚ ତଦନ୍ତ ଚାଲୁ ରଖିଛି । ଅନ୍ୟପଟେ ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ ।
ବାଇକ ଧକ୍କାରେ ୨ ମୃତ !
Leave a Comment
Leave a Comment
- Advertisement -
Stay Connected
Comment
- 888starz_orsn on ୟୁଥ ଅଲିମ୍ପିକ୍ସ ହକି: ସହଜ ବିଜୟ ସହ ମହିଳା ଭାରତୀୟ ଦଳର ଅଭିଯାନ
- chicken-road_mySl on କାନ୍ଥରେ ବାଜିଲା ଏୟାର ଇଣ୍ଡିଆ ବିମାନ ଡେଣା
- Kapelnica ot pohmelya_omKt on ୪୦ ଡିଗ୍ରି ଉପରେ ୯ ସହର
- 888starz_fcsn on ପାକିସ୍ତାନରୁ ଫେରିବା ପରେ ସୁଷମାଙ୍କୁ ଭେଟିଲେ ଅନସାରୀ ।
- chicken-road_ixEn on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
