ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ରପେୟା ପଞ୍ଚାୟତ ଧଉଳି ଗ୍ରାମରେ ଅଭାବନୀୟ ଘଟଣା । ଜଣେ ବିବାହିତ ମହିଳା ବେକରେ ଦୌଡିଦେଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି । ସୂଚନା ମୁତାବକ ପାରିବାରିକ କଳହରୁ ରାଜେନ୍ଦ୍ର ସାହାଣିଙ୍କ ସ୍ତ୍ରୀ ସୁମିତ୍ରା ସାହାଣୀ ଆତ୍ମହତ୍ୟା କରିଛନ୍ତି ।ଯାହାକୁ ନେଇ ବାପଘର ଲୋକେ ଥାନାରେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଶାଶୁଘର ଲୋକ ଏହାକୁ ଆତ୍ମହତ୍ୟାର ରୂପ ଦେଇଛନ୍ତି । ତେବେ ଏହାକୁ ନେଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବା ସହ ତଦନ୍ତ ଜାରି ରଖିଛି ।
ବାଲେଶ୍ୱର ସିମୁଳିଆଥାନା ଧଉଳିଗ୍ରାମରେ ବଧୁ ଆତ୍ମହତ୍ୟା
- Advertisement -
Stay Connected
Comment
- 1win_caOr on ସଂସାର ଉଜାଡ଼ି ଦେଲା ଘରୋଇ କଳି; ନିଷ୍ଟୁର ବାପ କିରୋସିନ ଢାଳି ଝିଅ ଉପରେ ନିଆଁ ଲଗାଇ ଦେଲା !
- 1win_moOr on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- 1win_toOr on ଅବକାରୀ ବିଭାଗର ଚଢାଉ: ଧଳା ପାଉଡ଼ର ଜବତ, ୨ଜଣ ଗିରଫ !
- Dannytub on ଆଜିର ରାଶିଫଳ
- 1win_yqOr on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.