କେନ୍ଦୁଝର: ଅନନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡ଼ାକ୍ତର ଓ କର୍ମଚାରୀଙ୍କ ଚରମ ଅବହେଳା ଦେଖିବାକୁ ମିଳିଛି । ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ବାମ ଗୋଡ଼ ଡ଼୍ରେସିଂ ବଦଳରେ ଡ଼ାହାଣ ଗୋଡ଼ରେ ଡ୍ରେସିଂ କଲେ କର୍ମଚାରୀ । ସୂଚନା ଅନୁଯାୟୀ ଗୁହାଳିଆ ଗାଁର ମିତାରାଣୀ ଜେନା କ୍ଷେତ୍ରରେ ଏପରି ଅଘଟଣ ଘଟିଛି । ଯାହାକୁ ନେଇ ସାରା ଜିଲ୍ଲାରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି ।
ଅନନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡ଼ାକ୍ତର ଓ କର୍ମଚାରୀ ବାଉଳା; ବାମ ଗୋଡ଼ରେ କ୍ଷତ ଡାହାଣ ଗୋଡ଼ରେ ଡ୍ରେସିଂ କଲେ !
- Advertisement -
Stay Connected
Comment
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.