ଭୁବନେଶ୍ୱର: କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।
ଅରିନ୍ଦମ ଡାକୁଆ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହେଲେ ଅନୁପମ ଶାହା
You Might Also Like
- Advertisement -

Comment