ନୂଆଦିଲ୍ଲୀ: ଦେଶର ବିଭିନ୍ନ ରାଜ୍ୟରେ ୬୫ ହଜାର ପେଟ୍ରୋଲ୍ ପମ୍ପ ଡିଲରସିପ୍ ଦେବେ କେନ୍ଦ୍ର ସରକାର। ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ୫ଟି ରାଜ୍ୟକୁ ବାଦ୍ ଦେଇ ଦେଶର ଅନ୍ୟ ସବୁ ଅଞ୍ଚଳରୁ ଡିଲରସିପ୍ ପାଇଁ ଆବେଦନ କରିବାକୁ ତୈଳ ବିତରଣ କମ୍ପାନୀ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହାଦ୍ୱାରା ପ୍ରାୟ ୧୦ ହଜାର ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି କୁହାଯାଉଛି। ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ଗତ ୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏତେ ବିପୁଳ ସଂଖ୍ୟକ ପେଟ୍ରୋଲ୍ ପମ୍ପ ଆବଣ୍ଟନ କରାଯାଉଛି।
କେନ୍ଦ୍ର ସରକାର ଦେବେ ୬୫ ହଜାର ପେଟ୍ରୋଲ୍ ପମ୍ପ ଡିଲରସିପ୍
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- vox casino kod promocyjny_wtOt on ୪୦ ଡିଗ୍ରି ଉପରେ ୯ ସହର
- 888starz_esmr on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- NealLeava on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- 888starz_scmr on ଆଜିର ରାଶିଫଳ
- AndreJoure on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
