ଟାଙ୍ଗୀ ଚାନ୍ଦପୁର ରାସ୍ତାର ପ୍ରଶସ୍ତିକରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ

Odisha Hot News
0 Min Read

ଖୋର୍ଦ୍ଧା: ଆଜି ଟାଙ୍ଗୀ ଚାନ୍ଦପୁର ରାସ୍ତାର ପ୍ରଶସ୍ତିକରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ବାଚସ୍ପତି ତଥା ରଣପୁର ବିଧାୟିକା ଶ୍ରୀମତୀ ସୁରମା ପାଢୀ, ପୁରୀ ସାଂସଦ ସଂବିତ ପାତ୍ର, ଭୁବନେଶ୍ବର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଏବଂ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଯୋଗ ଦେଇଥିଲେ।

ଏହି ପ୍ରକଳ୍ପ ଦ୍ବାରା ଖୋରଧା ନିର୍ବାଚନ ମଣ୍ଡଳୀ ଓ ରଣପୁର ନିର୍ବାଚନ ମଣ୍ଡଳୀ ର ଜନ ସାଧାରଣ ମାନେ ବହୁ ମାତ୍ରାରେ ଉପକୃତ ହେବେ।

Share This Article