ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଜଗତସିଂହପୁର ଜିଲ୍ଲାର ପାରଦୀପ ବିଧାୟକ ଦାମଙ୍କୁ ବହିଷ୍କୃତ କରାଯାଇଇଥିବା ଜଣାପଡ଼ିଛି। ବିଜୁ ଜନତା ଦଳ ସଂପାଦକ ବିଜୟ କୁମାର ନାୟକ ଏକ ପ୍ରେସ୍ ଇସ୍ତାହାରରେ ଏହା ଜଣାଇଛନ୍ତି ।
ଦାମୋଦର ରାଉତ ଦଳରୁ ବହିଷ୍କୃତ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- StephenWes on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- Richardcoins on ପୁଣି ଆଜି ଏକ ବସ ଦୁର୍ଘଟଣାଗ୍ରସ୍ତ, ୧୧ ମୃତ ୧୯ ଆହତ!
- KellyFal on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- ClydeSib on ମହରଗରୁ ଆସି କାନ୍ତାରରେ ପଡ଼ିଗଲା ଦାଦନ; ଫେରାଇ ଆଣିଲା ପ୍ରଶାସନ, ବଢାଇଲା ଭୋକ !
- chicken-road_mmMl on ଲକ୍ଡାଉନ୍ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’
