ଭୁବନେଶ୍ୱର : ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବିରେ ଆଜି ପଶ୍ଚିମ ଓଡ଼ିଶାର ସମ୍ବଲପୁର ଜିଲ୍ଲା ବ୍ୟତୀତ ଆଉ ସମସ୍ତ ଜିଲ୍ଲାରେ ୧୨ ଘଣ୍ଟିଆ ମହାବନ୍ଦ ଡାକରା ଦିଆଯାଇଛି । ଏଠାରେ ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ କରାଯାଇଛି । ସେହିପରି ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ସୁନ୍ଦରଗଡ, ବରାଙ୍ଗୀର, ବୌଦ୍ଧ, ଝାରସୁଗୁଡା, ନୂଆପଡା, ବରଗଡ, ଦେବଗଡ, ସୁବର୍ଣ୍ଣପୁର, କଳାହାଣ୍ଡିରେ ଚକା ଜାମ କରାଯାଇଛି । କିନ୍ତୁ ଏହି ମହାବନ୍ଦ ଡାକରାରୁ ବାଦ ପଡ଼ିଯାଇଛି ସମ୍ବଲପୁର ସହର ।
ପଶ୍ଚିମ ଓଡ଼ିଶାରେ ୧୨ଘଣ୍ଟିଆ ମହାବନ୍ଦ ଡାକରା !
- Advertisement -
Stay Connected
Comment
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- antibiotics online on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- dutasteride topical on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.