ଦାରିଙ୍ଗିବାଡି : କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। ସେଥିରେ ନବୀନ ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ ଓ ଚାଷୀ ସମସ୍ୟା ସମାଧାନ ଦାବିରେ ନବ ନିର୍ମାଣ କୃଷକ ସଂଘ ପକ୍ଷରୁ ଫେବୃଆରୀ ୨୧ ବନ୍ଦ ଡାକରାକୁ ସମର୍ଥନ ସହ ପୁଲୁୱାମା ଆକ୍ରମଣ ମୋଦି ସରକାର ଫାସିବାଦ ନିତୀର ପରିଣାମ ବୋଲି ଉଲ୍ଲେଖ ରହିଛି।
ପୁଣି ମାଓବାଦୀଙ୍କ ଲାଲ୍ ବ୍ୟାନର୍
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_kvma on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- pinup_kbPl on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- mostbet_pnet on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- mostbet_wpot on ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ
- luxury car rental miami_urOl on ବାଲେଶ୍ୱର ଜିଲ୍ଲା ପୁରୁବାଇ କନ୍ୟାଶ୍ରମରେ ଜିଲ୍ଲା ମଙ୍ଗଳକିମିଟି ଏବଂ କେନ୍ଦ୍ରୀୟଟିମ ପକ୍ଷରୁ ଚଢାଉ !
