ଭୁବନେଶ୍ୱର :ବିଧାନସଭାରେ ରାଜ୍ୟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥାଏ। ହେଲେ ବିଭିନ୍ନ ବିଭାଗ ସମ୍ବନ୍ଧରେ ଆଲୋଚନା ହେଉଥିବା ସମୟରେ ସମ୍ପୃକ୍ତ ବିଭାଗର ଅଫିସର ରହୁ ନ ଥିବା କଂଗ୍ରେସ ଦଳ ବିଧାୟକ ତାରା ପ୍ରସାଦ ବାହିନୀପତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ସେହିଭଳି ବିଭିନ୍ନ ବିଭାଗ ସମ୍ବନ୍ଧୀୟ ଆଲୋଚନା ଚାଲିଥିବା ସମୟରେ ସମ୍ପୃକ୍ତ ଅଫିସରମାନେ ଉପସ୍ଥିତ ରହିବେ ବୋଲି ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି।
ବାଚସ୍ପତିଙ୍କ କଡା ନିର୍ଦ୍ଦେଶ : ବିଭାଗୀୟ ଆଲୋଚନା ବେଳେ ଗୃହରେ ଉପସ୍ଥିତ ରହିବେ ଅଫିସର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_jpet on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- 1win_jmmn on ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ: ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’
- EarlKap on ଆଜିର ରାଶିଫଳ
- mostbet_joKr on ଗତ ୨୪ ଘଣ୍ଟା ଭିତରେ କରୋନା ନିର୍ଦେଶାବଳୀ ଉଲ୍ଲଂଘନ ପାଇଁ ଓଡ଼ିଶାରେ୨୪୫ ବିରୋଧରେ ମାମଲା
- 1win_numn on ପୁଣି ଜମ୍ମୁ-କଶ୍ମୀରରେ ଆତ୍ମଘାତୀ ଆକ୍ରମଣ ଆଶଙ୍କା ନେଇ ସତର୍କ ସୂଚନା ଜାରି
