ଭୁବନେଶ୍ୱର: ଜାରି ରହିଛି ବିଜେଡ଼ିର ସାଙ୍ଗଠନିକ ନିର୍ବାଚନ । ଆଜି ଦଳର ସଭାପତି ଭାବେ ନାମାଙ୍କନ ଭରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ନବୀନ ପଟ୍ଟନାୟକ ନାମାଙ୍କନ ଭରିଥିବା ବେଳେ ଦଳର ୮୦ ଜଣ କାର୍ଯ୍ୟକାରିଣୀ ସଦସ୍ୟ ବି ନାମାଙ୍କନ ଭରିଛନ୍ତି । ଆସନ୍ତା ୨୬ ତାରିଖରେ ବିଜେଡିର ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ ବୈଠକ ବସି ନବୀନଙ୍କୁ ବିଧିବଦ୍ଧ ଭାବେ ସଭାପତି ଘୋଷଣା କରାଯିବ । ଡିସେମ୍ବର ୨୭ରୁ ଫେୃବୃଆରୀ ୨୦ ମଧ୍ୟରେ ବିଜେଡିର ବ୍ଲକ ସଭାପତି ଓ କମିଟି ସଦସ୍ୟ ନିର୍ବାଚନ ସରିଛି ।
୮୧ ଜଣିଆ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପାଇଁ ଆଜିଠାରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ନବୀନ ପଟ୍ଟନାୟକ ବିଜେଡି ସଭାପତି ପାଇଁ ନାମାଙ୍କନ ଭରିଛନ୍ତି । ତାଙ୍କ ପାଇଁ ୧୦ ଜଣ ପ୍ରସ୍ତାବକ ଓ ସମର୍ଥକ ରହିଥିଲେ । ଦଳର ବରିଷ୍ଠ ନେତାମାନେ ଏହି ସମୟରେ ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା ।
୧୯୯୭ରେ ବିଜେଡି ଗଠନ ହେବା ପରେ ନବୀନ ପଟ୍ଟନାୟକ ଲଗାତର ଭାବେ ଦଳର ସଭାପତି ରହିଆସିଛନ୍ତି । ଏଠାରେ ସୂଚନା ଥାଉ କି ଏହା ପୂର୍ବରୁ ବିଜୁ ଜନତା ଦଳ ଜିଲ୍ଲା ସଂଗଠନ ମୁଖିଆ (ଜିଲ୍ଲା ସଭାପତି)ଙ୍କ ନାମ ଘୋଷଣା କରିଥିଲା | ୩୩ଟି ସାଂଗଠନିକ ଜିଲ୍ଲାରେ ନାମାଙ୍କନ ପତ୍ର ଦାଖଲ କରିଥିବା ନେତାଙ୍କ ମଧ୍ୟରୁ ୧୯ଜଣ ନୂଆ ଓ ୧୪ ଜଣ ପୁରୁଣା ନାମ ଘୋଷଣା କରାଯାଇଥିଲା |

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Casino vavada zyskuje pozytywne opinie dzięki różnorodnej ofercie obejmującej sloty, gry stołowe oraz turnieje z evolution gaming. Kasyno online oferuje bonus powitalny, darmowe spiny i bonusy oraz kody promocyjne dla nowych graczy. Obsługa klienta gaming działa sprawnie, a gracze mogą wziąć udział w promocjach dostępnych na vavada pl.
Zanurz się w fascynujący świat kasyna online Slottica, popularnej platformy hazardowej, która zdobyła uznanie graczy w ponad 15 krajach Europy, w tym w Polsce, Niemczech i Czechach. Nasza oferta obejmuje przeszło 8500 gier kasynowych od czołowych dostawców, takich jak Games Global, Play’n GO, Pragmatic Play czy EGT. Znajdziesz tu zarówno klasyczne automaty w stylu Book of Dead czy Sizzling Hot Deluxe, jak i nowoczesne sloty z progresywnymi jackpotami, np. Mega Moolah, a także gry stołowe i emocjonujące rozgrywki na żywo z krupierami od Evolution Gaming. Możesz także pobrać naszą oficjalną aplikację, zalogować się na swoje konto lub założyć nowe.