ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଜାତୀୟ ସ୍ତରରେ ପ୍ରସିଦ୍ଧ ତଥା ଗଞ୍ଜାମ ଜିଲ୍ଲାର ଇଷ୍ଟ ଦେବୀ ଆଦି ଶକ୍ତି ମାଁ ତାରାତାରିଣୀଙ୍କ ପୀଠରୁ ଚୋରି ହୋଇଥିବା ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ପୂର୍ବତନ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା ଓ ଖଲ୍ଲିକୋଟ ପୂର୍ବତନ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ଓ ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟନାୟକଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ମାଁ ତାରାତାରିଣୀ ମନ୍ଦିର ଯାଇ ତଦାରଖ କରିଛନ୍ତି।
ମାଁ ତାରାତାରିଣୀଙ୍କ ପୀଠରୁ ଚୋରି ମାମଲା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ର ତଦାରଖ
You Might Also Like
- Advertisement -

Comment