ନୟାଗଡ଼: ଆଜି ନୟାଗଡ଼ ଜିଲ୍ଲା ଚାନ୍ଦପୁର ବସନ୍ତମଝରୀ ସ୍ୱାସ୍ଥ୍ୟ ନିବାସରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲକୁ ଗସ୍ତ କରିଛନ୍ତି 5T ସଚିବ । ତାଙ୍କ ସହିତ ସଚିବ ସୁରେଶ ମହାପାତ୍ର, ଜିଲ୍ଲାପାଳ ପୋମା ଟୁଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସ୍ଵତ ମହାପାତ୍ର, ଚାନ୍ଦପୁର କୋବିଡ୍ ହସ୍ପିଟାଲର ମୁଖ୍ୟ ଚିକତ୍ସାଧିକାରୀ ବି. ସୁରିୟା ରାଓ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ନୟାଗଡ଼ ଜିଲ୍ଲା କୋଭିଡ୍ ହସ୍ପିଟାଲ ପରିଦର୍ଶନ କରିଛନ୍ତି ଉନ୍ନୟନ କମିଶନର ସୁରେଶ ମହାପାତ୍ରଙ୍କ ସହ 5T ସଚିବ
Leave a Comment
Leave a Comment
- Advertisement -
Stay Connected
Comment
- Bufordfor on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- Antoniojam on ଶ୍ରୀମନ୍ଦୀର ପ୍ରଶାସନ ପକ୍ଷରୁ ୯ସେବାୟତଙ୍କୁ ନୋଟିସ୍ ଜାରି !
- VladimirRem on ଆଜିର ରାଶିଫଳ
- Pierreamola on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- JeromePriny on ପ୍ରସ୍ତୁତ କରନ୍ତୁ ସୁଗାର ଫ୍ରି ମାଣ୍ଡିଆ ଓଟସ ଲଡୁ ।
