ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଚନ୍ଦକାରେ ଗୁଳିମାଡ । ଜଙ୍ଗଲ ଭିୟୁ ନାମକ ଏକ ରେଷ୍ଟୁରାଣ୍ଟରେ ଗୁଳିକାଣ୍ଡ ହୋଇଛି । ଜଣେ ଯୁବକ ରେଷ୍ଟୁରାଣ୍ଟରୁ ବାହାରୁ ଥିବା ବେଳେ ୩ ଜଣ ଯୁବକ ବାଇକ୍ରେ ଆସି ୬ରାଉଣ୍ଡ ଗୁଳି ଚଳାଇଥିଲେ । ଗୋଟିଏ ଗୁଳି ଯୁବକଙ୍କ ଛାତିରେ ବାଜିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତିି କରାଯାଇଛି । ଘଟଣା ସ୍ଥଳରେ ଭୁବନେଶ୍ୱର ଡିସିପି ଅନୁପ ସାହୁ ଓ ଚନ୍ଦକା ପୋଲିସ ପହଞ୍ଚି ତନାଘନା ତଦନ୍ତ ଆରମ୍ଭ କରିଛିି । ରେଷ୍ଟୁରାଣ୍ଟର ସିସିଟିଭି ଫୁଟେଜକୁ ଜବତ କରିବା ସହ ଉପସ୍ସ୍ଥିତ ରେଷ୍ଟୁରାଣ୍ଟ କର୍ମଚାରୀଙ୍କୁୁ ପୋଲିସ ପଚରାଉଚରା କରିଛି ।
ଭୁବନେଶ୍ୱର ଚନ୍ଦକାର ଜଙ୍ଗଲ ଭିୟୁ ରେସ୍ତୋରାଁରେ କର୍ମଚାରୀଙ୍କୁ ଗୁଳିମାଡ଼
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
