ଭୁବନେଶ୍ୱର, : ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ନେଇଛନ୍ତି। ୯ ମାସ ପାଇଁ ଆବଶ୍ୟକ ଔଷଧ ଓ ଚିକିତ୍ସା ଉପକରଣ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ୫ମାସ ପାଇଁ ଯଥେଷ୍ଟ ପରିମାଣର ଆବଶ୍ୟକ ଔଷଧ ସାମଗ୍ରୀ ଉପଲବ୍ଧ ରହିଛି। ଆଉ ୪ମାସ ନିମନ୍ତେ ଆସନ୍ତା ମାସ ଶେଷ ସୁଦ୍ଧା ମିଳିଯିବ ବୋଲି ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଡ଼ଙ୍ଗୀ କହିଛନ୍ତି। ସୋମବାର ରାଜ୍ୟର କରୋନା ସ୍ଥିତିକୁ ନେଇ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦତା ସମ୍ମିଳନୀରେ ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍ ୧୯ର ପ୍ରତିରୋଧ ପାଇଁ ସ୍ବତନ୍ତ୍ର ଭାବେ ୬୩୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଗତ ଏକ ସପ୍ତାହ ମଧ୍ୟରେ ନିଗମ ୩୨କୋଟି ଟଙ୍କାର ଔଷଧ ଓ ଚିକିତ୍ସା ସରଞ୍ଜାମ କ୍ରୟ କରିସାରିଛି। ଯଥେଷ୍ଟ ପରିମାଣର ଅତ୍ୟାବଶ୍ୟକ ଔଷଧ ଯଥା- ଆଣ୍ଟିବାୟୋଟିକ୍ସ, ଆନାଲଜେସିକ୍ସ ଓ ଆଣ୍ଟିଇନଫ୍ଲାମେଟାରି ଉପଲବ୍ଧ ରହିଛି। ଏହାବ୍ୟତୀତ ତିନି ପରସ୍ତ ସର୍ଜିକାଲ ମାସ୍କ, ଏନ୍-୯୫ ମାସ୍କ, ହ୍ୟାଣ୍ଡ୍ ସାନିଟାଇଜର, ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) ମହଜୁଦ ରହିଛି। ଅନୁରୂପ ଭାବେ ଆଇସିୟୁ ଭେଣ୍ଟିଲେଟର, ଅକ୍ସିଜେନ୍ କନସେନ୍ଟ୍ରେଟର୍ସ ଓ ନେବୁଲାଇଜର ଇତ୍ୟାଦି ଉପଲବ୍ଧ ରହିଛି। ଆଉ ୪ମାସ ପାଇଁ ଔଷଧ ଆମଦାନୀ ନିମନ୍ତେ ଅର୍ଡର ଦିଆଯାଇଛି। ରାଜ୍ୟରେ ଥିବା ସମସ୍ତ ସରକାରୀ ମେଡିକାଲ କଲେଜଠାରୁ ଆରମ୍ଭ କରି ପିଏଚ୍ସି ଓ ସବ୍ସେଣ୍ଟରକୁ ଔଷଧ ଓ ଚିକିତ୍ସା ଉପକରଣ ଯୋଗାଇ ଦିଆଯାଉଛି। ରାଜ୍ୟରେ ଔଷଧ ନିଗମର ୩୯ଟି ଗୋଦାମ ରହିଛି। ନିଗମରେ ଏବେ ୧.୧୮ କୋଟି ତିନି ପରସ୍ତ ସର୍ଜିକାଲ ମାସ୍କ, ୭୧,୮୪୩ଟି ଏନ-୯୫ ମାସ୍କ, ୬୬,୧୧୬ଟି ପିପିଇ ଓ ୪.୧୬ଲକ୍ଷ ହ୍ୟାଣ୍ଡ୍ ସାନିଟାଇଜର ରହିଥିବା ଷଡ଼ଙ୍ଗୀ କହିଛନ୍ତି। ଏବେ ପିପିଇ କିଟ୍ ମିଳିବାରେ ସମସ୍ୟା ରହିଛି। ମାତ୍ର ସରକାର ଏହି ସମସ୍ୟା ଦୂର କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଏବେ ରାଜ୍ୟରେ ୨୯୯ ଆଇସିୟୁ ଭେଣ୍ଟିଲେଟର କାର୍ଯ୍ୟକ୍ଷମ ଥିବାବେଳେ ଅତିରିକ୍ତ ୪୨୪ଟି ଅତ୍ୟାଧୁନିକ ଭେଣ୍ଟିଲେଟର ନିମନ୍ତେ ଅର୍ଡର ଦିଆଯାଇଛି। ସେଥିରୁ ୫୭ଟି ମିଳିସାରିଛି। ୭୭୦୦ ନେବୁଲାଇଜର ପାଇଁ ଅର୍ଡର ଦିଆଯାଇଥିବାବେଳେ ସେଥିରୁ ୭୨୦୦ ମିଳିସାରିଛି। ଔଷଧ ଓ ଅନ୍ୟାନ୍ୟ ଉପକରଣ ପାଇଁ ସ୍ବତନ୍ତ୍ର ଆର୍ଥିକ ପ୍ରୋତ୍ସାହନ ଦେବାସହ ଏୟାର କାର୍ଗୋ ମାଧ୍ୟମରେ ବି ଆମଦାନୀ କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି।
ରାଜ୍ୟରେ ୫ମାସ ପାଇଁ ଔଷଧ, ଚିକିତ୍ସା ଉପକରଣ ଉପଲବ୍ଧ
- Advertisement -
Stay Connected
Comment
- DwayneKeple on ରାଜ୍ୟରେ ପଞ୍ଚମ କରୋନା ରୋଗୀ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୫କୁ ବୃଦ୍ଧି
- DwayneKeple on ଘରେ ପସ୍ତୁତ କରନ୍ତୁ ….ବ୍ରେଡ୍ ପୁଡିଂ ।
- DwayneKeple on ମଧ୍ୟପ୍ରଦେଶ ରାଜନୀତି ସରଗରମ: ଶକ୍ତି ପରୀକ୍ଷା ନେଇ ଅନିଶ୍ଚିତତା
- DwayneKeple on କେନ୍ଦ୍ରାପଡାରେ ପୁଣି ଏନକାଉଣ୍ଟର , ଅପରାଧୀ ଲିଟୁ ଆହତ
- DwayneKeple on ଭୁବନେଶ୍ବରର ଏକ ହୋଟେଲରୁ ଠାବ ହେଲେ ଫେରାର କରୋନା ସନ୍ଦିଗ୍ଧ , କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Zanurz się w fascynujący świat kasyna online Slottica, popularnej platformy hazardowej, która zdobyła uznanie graczy w ponad 15 krajach Europy, w tym w Polsce, Niemczech i Czechach. Nasza oferta obejmuje przeszło 8500 gier kasynowych od czołowych dostawców, takich jak Games Global, Play’n GO, Pragmatic Play czy EGT. Znajdziesz tu zarówno klasyczne automaty w stylu Book of Dead czy Sizzling Hot Deluxe, jak i nowoczesne sloty z progresywnymi jackpotami, np. Mega Moolah, a także gry stołowe i emocjonujące rozgrywki na żywo z krupierami od Evolution Gaming. Możesz także pobrać naszą oficjalną aplikację, zalogować się na swoje konto lub założyć nowe.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów. Marka Vavada pojawiła się na scenie w 2017 roku z garścią slotów w ofercie. Od tamtej chwili przeszła długą drogę – dziś w jej katalogu znajdziesz nie tylko automaty, lecz także klasyczne gry stołowe, jackpoty i rozbudowane kasyno na żywo. Z lokalnego debiutanta Vavada stała się graczem globalnym, a w Polsce zdobyła sympatię użytkowników dzięki prostym zasadom, licencji Curaçao oraz wygodnym płatnościom w złotówkach. To konsekwentne podejście sprawia, że marka systematycznie wzmacnia swoją pozycję w świecie iGamingu.