ଭୁବନେଶ୍ୱର, : ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ଡିଜିପି ଅଭୟ କଡ଼ା ଚେତାବନୀ ଦେଇଛନ୍ତି। କ୍ୱାରାଣ୍ଟାଇନ ନିୟମ ମାନିବାକୁ ସେ ଟୁଇଟ୍ କରି ଅପିଲ୍ କରିଛନ୍ତି। ସେ ଟୁଇଟ୍କରି କହିଛନ୍ତି ଯେ, ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ ନିୟମ ନ ମାନିଲେ ଆଇନ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟକୁ କ୍ଷତି ପହଞ୍ଚାଉଥିବା କୌଣସି ହରକତକୁ ବରଦାସ୍ତ କରାଯିବ ନାହିଁ। ନିୟମରେ କୌଣସି ବି ଅବହେଳା ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଟୁଇଟ୍କରି ଜଣାଇଛନ୍ତି।
ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Harlanseich on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- kyhni SPb_yrea on ଆଜିଠାରୁ ଆରମ୍ଭ ହେବ ‘ମୋ ସରକାର’ ଯୋଜନା
- GerardoFeera on ଡସେମ୍ବର ୧୮ରେ ବିକ୍ରି ହେବେ କ୍ରକେଟ୍ ଖେଳାଳି !
- mostbet_yiEa on ନିଖୋକ ପରେ ପାହଡ ତଳୁ ମିଳିଲା ନାବାଳିକାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଏହା ଅସ୍ପଷ୍ଟ !
- melbet_mnpr on ନୂଆ ବର୍ଷରେ ବିଦାୟ ନେଲେ କମେଡି କିଙ୍ଗ କାଦର ଖାନ୍ !
