ଭୁବନେଶ୍ୱର: ପୁରୀ ଜିଲ୍ଲା କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେଡି ଛାଡ଼ିଛନ୍ତି। ଏହାସହିତ ସେ ଯୋଜନା ବୋର୍ଡ ସଦସ୍ୟ ପଦବୀରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ତାଙ୍କ ପ୍ରତି ଅବିଚାର ହୋଇଥିବା ଅଭିଯୋଗ କରି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ଦେଇଛନ୍ତି । ରବି ମଲ୍ଲିକ ବିଜେପିରେ ମିଶି ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏପରିକି ବିଜେପି ତାଙ୍କୁ କାକଟପୁରରୁ ବିଧାୟକ ପ୍ରାର୍ଥୀ କରିପାରେ। ତେବେ ରବି ମଲ୍ଲିକ ବିଜେପିରେ ମିଶିବା ପ୍ରସଙ୍ଗରେ କିଛି ସ୍ପଷ୍ଟ କରିନାହାନ୍ତି।ନିଜ ସମର୍ଥକଙ୍କ ସହିତ ଆଲୋଚନା କରି ନିଷ୍ପତ୍ତି ନେବେ ବୋଲି କହିଛନ୍ତି।
ବିଜେଡି ଛାଡ଼ିଲେ ରବି ମଲ୍ଲିକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_xiMn on ଟେଲିଭିଜନ ଚ୍ୟାନେଲର ୨୫ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
- mostbet_vxmi on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- Antoniocog on ଅଗ୍ନିକାଣ୍ଡରେ ୮ ବଖରା ଜଳି ପୋଡ଼ି ପାଉଁଶ !
- mostbet_cjMa on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- Antoniocog on ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ପରିଚାଳନାଗତ ତ୍ରୁଟି ଯୋଗୁ ୪ ବୁଥ୍ରେ ସାନି ମତଦାନ
