ଫେବୃୟାରୀ ୨୩ ତାରିଖ ୨୦୧୯ମସିହା (ଶନିବାର)
କାଳବେଳା –
ଦିବାଘ୦୭/୪୨ମଧ୍ୟେ ଓ ଘ୦୪/୨୦ଗତେ ଘ୦୫/୫୦ମଧ୍ୟେ
ବାରବେଳା-ଦିବା ଘ୦୧/୨୭ଗତେ ଘ୦୨/୫୬ମଧ୍ୟେ
ଅମୃତବେଳା- ଦିବା
ଘ୧୨/୦୪ ଗତେ ଘ୦୧/୨୫ମଧ୍ୟେ ଓ ଘ୦୩/୦୪ ଗତେ ଘ୦୪/୨୦ମଧ୍ୟେ
ମାହେନ୍ଦ୍ର ବେଳା-ଦିବା
ଘ୦୭/୪୫ ଗତେ ଘ ୦୯/୦୫ମଧ୍ୟେ ଓ ରାତ୍ରି ଘ୦୭/୪୫ ଗତେ ଘ୦୯/୧୩ମଧ୍ୟେ
ମେଷ: ଆପଣଙ୍କର ମଜାକିଆ ସ୍ବଭାବ ପାଖଆଖର ବାତାବରଣକୁ ମଜାଦାର କରିବ। ହୋଟେଲ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଅଫିସରେ ସିନିୟରଙ୍କ ସହଯୋଗ ମିଳିବ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

ବୃଷ: ଦିନଟି ଆପଣଙ୍କ ଲାଗି ଭଲ ମୁହୂର୍ତ୍ତ ନେଇ ଆସିବ। କୌଣସି କାମରୁ ଆଶାଠୁଁ ଅଧିକ ଧନଲାଭ ହେବ। ବ୍ୟବସାୟ କାମରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ। ପରିବାରରେ ଖୁସିର ବାତାବରଣ ରହିବ। ଶୁଭରଙ୍ଗ: କ୍ରୀମ୍। ଆରାଧନା: ମାଆ ସୁରେଶ୍ବରୀ।

ମିଥୁନ: ଆଜି ଆପଣଙ୍କର ଆତ୍ମବିଶ୍ବାସ ଭରି ରହିବ। ବନ୍ଧୁଙ୍କ ମାଧୢମରେ କୌଣସି ମହତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ଚାକିରିରେ ପ୍ରମୋଶନ ମିଳିପାରେ। କାରବାରୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ଶ୍ରୀଗଣେଶ।

କର୍କଟ: ଦିନଟି ଆପଣଙ୍କ ପାଇଁ ଲାଭ ଓ ଉନ୍ନତି ନେଇ ଆସିଛି। ଆପଣଙ୍କ ପ୍ରତିଭା ଅନୁସାରେ ଆପଣଙ୍କୁ ଯଥେଷ୍ଟ ସଫଳତା ମିଳିବ। ଧାର୍ମିକ ଯାତ୍ରାରେ ଯିବା ପାଇଁ ଯୋଜନା କରିପାରନ୍ତି। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। କାମରେ ଆପଣଙ୍କର ଆତ୍ମବିଶ୍ବାସର ଝଲକ ଦେଖାଦେବ। କୌଣସି ବିଶେଷ କାମରେ ଫାଇଦା ମିଳିପାରେ। ରାଜନୀତିରେ ମହତ୍ବାକା˚କ୍ଷା ପୂରା ହେବ। ଦାତ୍ୟ ଜୀବନ ପ୍ରୀତିମୟ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବିରଜା।

କନ୍ୟା: ଦିନଟି ଖୁସି ଭରା ରହିବ। ଭାବିଥିବା କାମ ସହଜରେ ପୂରା ହୋଇଯିବ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି ବ୍ୟକ୍ତି ବନ୍ଧୁତାର ହାତ ବଢ଼ାଇବେ। ଜୀବନସାଥୀଙ୍କର ଢେ଼ର୍ସାରା ପ୍ରେମ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଆଜି ଆପଣଙ୍କ ଖୁସି ଉପରେ କାହାରି ନଜର ଲାଗିପାରେ। ବିଶେଷ କାର୍ଯ୍ୟ ପୂରା କରିବାରେ ଟିକେ ବିଳମ୍ବ ହୋଇପାରେ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମ ଜୀବନ ଖୁବ୍ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଆକାଶିନୀଳ। ଆରାଧନା: ମହାଲକ୍ଷ୍ମୀ।
ବିଛା: ଆପଣଙ୍କ ସକାରାତ୍ମକ ବିଚାରରେ ଲୋକେ ପ୍ରଭାବିତ ହେବେ। କୌଣସି କାମରୁ ଯଥେଷ୍ଟ ଲାଭ ମିଳିବ। ସମାଜରେ ମାନ ସମ୍ମାନ ପାଇବେ। ଘର କରଣା ସାମଗ୍ରୀ କିଣିବେ। ଛାତ୍ରମାନେ ନିଜର ପରିଯୋଜନାରେ ଅଧିକ ପରିଶ୍ରମ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।
ଧନୁ: ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ଆପଣ କିଛି ନୂଆ କରି ଦେଖାଇବା ଲାଗି ଯୋଜନା କରିପାରନ୍ତି। ସରକାରୀ ଚାକିରିଆଙ୍କୁ କୌଣସି କାମରେ ପ୍ରୋତ୍ସାହନ ମିଳିପାରେ। ଜମି କିଣିବା ଲାଗି ଭଲ ଦିନଟିଏ। ଛାତ୍ରଙ୍କୁ କିଛି ଖୁସି ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଝଗଡ଼ାକୁ ସମାପ୍ତ କରିବାକୁ ଚେଷ୍ଟା କରିବେ ଏବ˚ ସଫଳ ହେବେ। ବ୍ୟବସାୟ ପାଇଁ ଦିନଟି ଭଲ ରହିବ। ଅଫିସ କାମ ସମୟ ପୂର୍ବରୁ ପୂରା ହୋଇଯିବ। ଶୁଭରଙ୍ଗ: କ୍ରୀମ୍। ଆରାଧନା: ହର ପାର୍ବତୀ।

କୁମ୍ଭ: କୌଣସି ପୁରୁଣା କଥାକୁ ନେଇ ମନ ବିଚଳିତ ରହିପାରେ। ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବଗଳାମୁଖୀ।

ମୀନ: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ଆଜି ଯାହା ବି କାମ କରିବେ ତହିିଁରେ ସଫଳ ହେବେ। କାରବାରରେ କୌଣସି ନୂଆ ସଉଦା ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Casino vavada zyskuje pozytywne opinie dzięki różnorodnej ofercie obejmującej sloty, gry stołowe oraz turnieje z evolution gaming. Kasyno online oferuje bonus powitalny, darmowe spiny i bonusy oraz kody promocyjne dla nowych graczy. Obsługa klienta gaming działa sprawnie, a gracze mogą wziąć udział w promocjach dostępnych na vavada pl.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów. Marka Vavada pojawiła się na scenie w 2017 roku z garścią slotów w ofercie. Od tamtej chwili przeszła długą drogę – dziś w jej katalogu znajdziesz nie tylko automaty, lecz także klasyczne gry stołowe, jackpoty i rozbudowane kasyno na żywo. Z lokalnego debiutanta Vavada stała się graczem globalnym, a w Polsce zdobyła sympatię użytkowników dzięki prostym zasadom, licencji Curaçao oraz wygodnym płatnościom w złotówkach. To konsekwentne podejście sprawia, że marka systematycznie wzmacnia swoją pozycję w świecie iGamingu.
Platforma obsługuje wygodne formy płatności, w tym BLIK kompatybilny z bankami mBank, ING, PKO BP, Pekao i Millennium, a także popularne karty Visa i Mastercard (Maestro). Pozytywne opinie użytkowników publikowane w serwisach Trustpilot oraz Opinie.com potwierdzają wysoki poziom zaufania do marki. Miłośnicy gry na smartfonach mogą korzystać z dedykowanej aplikacji dostępnej na urządzenia z systemem iOS oraz Android, która zapewnia płynną i stabilną rozgrywkę. Slottica to nie tylko polskie kasyno internetowe, lecz także przestrzeń, w której możesz cieszyć się grą i wygrywać na własnych zasadach.
U nas założenie konta zajmuje minutę – działamy szybko i bez zbędnych formularzy. Logowanie do Slottica obsługujemy klasycznie przez e-mail i hasło, a dodatkowo łączymy konta z Google, X (Twitter) i Telegramem. Wybierasz to, co dla Ciebie najwygodniejsze.
Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?