ଫେବୃୟାରୀ ୧୦ ତାରିଖ ୨୦୧୯ମସିହା
କାଳବେଳା ଓ
ବାରବେଳା-ଦିବା ଘ୦୨/୫୦ଗତେ ଘ୦୫/୩୫ମଧ୍ୟେ
ଅମୃତବେଳା – ଦିବା ଘ୧୦/୩୬ ଗତେ ଘ୧୨/୦୩ମଧ୍ୟେ ଓ ଘ୦୧/୨୪ଗତେ ଘ୦୨/୪୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ ୦୭/୫୦ମଧ୍ୟେ ଓ ରାତ୍ରି ଘ୦୭/୧୩ଗତେ ଘ୧୦/୫୦ମଧ୍ୟେ
ବାରବେଳା-ଦିବା ଘ୦୨/୫୦ଗତେ ଘ୦୫/୩୫ମଧ୍ୟେ
ଅମୃତବେଳା – ଦିବା ଘ୧୦/୩୬ ଗତେ ଘ୧୨/୦୩ମଧ୍ୟେ ଓ ଘ୦୧/୨୪ଗତେ ଘ୦୨/୪୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ ୦୭/୫୦ମଧ୍ୟେ ଓ ରାତ୍ରି ଘ୦୭/୧୩ଗତେ ଘ୧୦/୫୦ମଧ୍ୟେ
ମେଷ
ଆଜି ଦ୍ୱାଦଶସ୍ଥ ଚନ୍ଦ୍ର ରେବତୀ ନକ୍ଷତ୍ରସ୍ଥ ଯୋଗୁ ବନ୍ଧୁମାନଙ୍କ ସହ ଯାତ୍ରା କରି ଖୁସୀ ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତିଯୋଗିତାରେ ସଫଳତା ଯୋଗୁ ନିନ୍ଦିତ ହେବେ।
ବୃଷ
ଉଚ୍ଚପଦସ୍ଥ ବ୍ୟକ୍ତିମାନଙ୍କ ସାହାଯ୍ୟ ସରକାରୀ ସ୍ତରରୁ,ଜମାଟଙ୍କାରୁ କିମ୍ବା ବନ୍ଧୁଙ୍କ ନିକଟରୁ ଅର୍ଥ ପାଇ ଖୁସି ହେବେ। ପାରିବାରିକ ସ୍ତରରେ ଗୁରୁବର୍ଗଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରଶାସନିକ ସ୍ତରରେ ଅଥବା କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ନୂତନ କର୍ମାରମ୍ଭରେ କିମ୍ବା ଆନୁଷ୍ଠାନିକ କାମରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଯାନବାହାନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ବ୍ୟାହତ କରିବ। ବ୍ୟବସାୟୀମାନେ ସମସ୍ୟା ଓ ପ୍ରତିବନ୍ଧକକୁ ଯଥାସାଧ୍ୟ ପ୍ରତିହତ କରିପାରିବେ। ଯାତ୍ରା, ବନ୍ଧୁଙ୍କ ସହ ଆଲୋଚନା କିମ୍ବା ଯାତ୍ରା ତରବରିଆ ଭାବେ କରନ୍ତୁ ନାହିଁ।
କର୍କଟ
ରାହୁ ଅଧିଷ୍ଠିତ ରାଶ୍ୟାଧିପତି ଚନ୍ଦ୍ର ଭାଗ୍ୟଭାବରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଦ୍ୱାରା କାମ ହାସଲ କରାଇବ। କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବା ସଙ୍ଗକୁ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଉଚ୍ଚବର୍ଗଙ୍କ ପୃଷ୍ଠପୋଷକତାରୁ କାର୍ଯ୍ୟସିଦ୍ଧି କିମ୍ବା ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ।
ସିଂହ
ବୃହସ୍ପତି ଧନାଧିପତି ନକ୍ଷତ୍ରସ୍ଥ ହେତୁ ପାରିବାରିକ କ୍ଷେତ୍ରରେ ରହିଥିବା ଆବଶ୍ୟକତାକୁ ପୂରଣ କରିବାରେ ସମର୍ଥ ହେବେ। ନିକଟ ସମ୍ପର୍କୀୟମାନଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ଭିନ୍ନ ପ୍ରକାରର କୈାଶଳ ଅବଲମ୍ବନ କରିବାକୁ ପଡିବ। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ଆଜିର ସଭାସମିତିରେ ଚତୁର୍ଥସ୍ଥ ଶନି ଓ ଶୁକ୍ର ଜନିତ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗି ରହିଥିବା ଯୋଗୁ ମାନସିକ ସ୍ତରରେ ଅଶା ମନକୁ ବିଚଳିତ କରିବ। ପରୋକ୍ଷ ଶତ୍ରୁତା ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହୋଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହ ସଜ୍ଜାରେ ମନୋନିବେଶ କରିବେ।
ତୁଳା
ତୃତୀୟସ୍ଥ ଶନି ଯୋଗୁ ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ବ୍ୟବସାୟରେ ଅଭୁତପୂର୍ବ ସଫଳତା ହାସଲ କରି ଋଣମୁକ୍ତ ହୋଇପାରନ୍ତି। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା କୌଣସି ସମସ୍ୟା ଆସିପାରେ। ଆପୋସ ଆଲୋଚନା ଦ୍ୱାରା ବନ୍ଧୁଙ୍କ ସମସ୍ୟାର ସରଳ ସମାଧାନ ହୋଇଯିବ ।
ବିଛା
ଆଜିର ଯାତ୍ରାରେ ସଫଳତା ଅବଶ୍ୟ ମିଳିବ, କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନରେ ଲାଭବାନ ହେବେ। ଈର୍ଷା ପରାୟଣ ନିଜର ପାଖ ଲୋକମାନେ ଅପପ୍ରଚାର କରି ପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ଚନ୍ଦ୍ରଙ୍କ ସ୍ଥିତି ଜନିତ ବିଗିଡି ଯାଇପାରେ। ଠିକ୍ କେତେକ କ୍ଷେତ୍ରରେ ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍ ଧାରଣା ପୋଷଣ କରିବାର ସୂଚନା ରହିଛି। ଆଜିର ଦିନଚର୍ଯ୍ୟାରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ରାଶିରେ ରବି ଓ କେତୁ ପ୍ରଭାବରୁ ଆପଣ ମାନସିକ ସନ୍ତୁଳନ ହରାଇପାରନ୍ତି। ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ପରିସ୍ଥିତିବଶତଃ ଯୋଜନା ଠିକ୍ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି।
କୁମ୍ଭ
କର୍ମକ୍ଷେତ୍ରରେ ମତାନ୍ତର ଜନିତ କେତେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ଚିନ୍ତିତ ରହିବେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ। ବ୍ୟବସାୟ, ବନ୍ଧୁସମ୍ପର୍କ, ଆଲୋଚନା, କ୍ରୟବିକ୍ରୟ କ୍ଷେତ୍ରରେ ସନ୍ତୋଷଜନକ ଫଳପାଇବେ।
ମୀନ
ଅନ୍ୟମାନଙ୍କୁ ଆପଣାର କରିବା ସକାଶେ ବିଭିନ୍ନ ଉପାୟ ଅବଲମ୍ବନ କରି କୃତକାର୍ଯ୍ୟ ହୋଇପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ।

Appreciating tthe ime annd effortt youu putt into yoir website andd detailed information yyou provide.
It’s great too comje acrosss a blog every once inn a while tthat isn’t thhe sam outdate rehwshed
material. Excellent read! I’ve bookmarked yur ste aand I’m adding your RSS feseds tto
my Google account.
Ass fucked her upOlder woman pornoBlowjob mouthfullFree nude redhead girls galleryUrination small penisSkinny girls fucking old menSingles
for sexExtreme throat fuckGet inu naked yasha xnxx Black dildosDesi erotic pictureAriana jollee interracial creampieTied up given blow jobBovine ovary breast pillsVintage bride
dollsGay pride parade in san antonioRemote controll fucking machinesPussy teenager wet https://amp.xnxxtubexxx.cc/
Gareth robert sexHairy men with women movie clipsStrip bars virginiaDogs knot sex vid
freeSex lounge musicWhy did the midget lack self-confidenceVintage army
poster paratrooperFree classic nude porn xxxxFbsm nude xnxx
Milf sex tonightUporn teen home aloneAdult extramarital free sitesAsian gangs in long beachYouporn big dildoMatuer amature female nude photosMature
home jizzSuprise naked girls picsSexy erotic body tattoosStriping women nudeBlond pussy gets fucked and suckedBottom of the pyramid marketingFree tranny web site no
registrationGalleies teen