ଭୁବନେଶ୍ୱର : ରାଜ୍ୟର ୩ୟ କୋଭିଡ଼ ହସ୍ପିଟାଲ ପ୍ରସ୍ତୁତ । ଭିଡ଼ିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିଛନ୍ତି । MCL ସହାୟତାରେ ସୋଆ କ୍ୟାମ୍ପସ୍ରେ କୋଭିଡ଼ ହସ୍ପିଟାଲ ନିର୍ମାଣ କରାଯାଇଛି । ଆଜିଠୁ ୫୨୦ ବେଡ୍ ବିଶିଷ୍ଟ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ଏଥିରେ ୨୦ଟି ଆସିୟୁ ବେଡ ସୁବିଧା ରହିଛି । ପୂର୍ବରୁ ୫୦୦ ଶଯ୍ୟା ବିଶିଷ୍ଠ କିମ୍ସ କୋଭିଡ଼ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଥିଲା । କଟକର ଅଶ୍ୱିନୀରେ ମଧ୍ୟ କୋଭିଡ଼ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ୩ଟି ହସ୍ପିଟାଲରେ ବେଡ୍ ସଂଖ୍ୟା ୧୩୪୫ ରହିଛି । ଅପରପକ୍ଷରେ ରାଉରକେଲାରେ ଥିବା ହାଇଟେକ୍ କୋଭିଡ୍ ହସ୍ପିଟାଲ୍ ବି କାର୍ଯ୍ୟକ୍ଷମ ହୋଇଥିବା ଜଣାଯାଇଛି। ସୂଚନାଯୋଗ୍ୟ, ଏବେ କଟକର ଅଶ୍ବିନୀ ହସ୍ପିଟାଲରେ ୧୯ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।
“ସମ୍’ରେ ୫୨୦ ବେଡ୍ ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_axot on ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ: ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’
- GavinShoor on ଆଜିର ରାଶିଫଳ
- mostbet_haot on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- mostbet_sbma on ସାମ୍ନାକୁ ଆସିଲା ରାଜ୍ୟରେ ଆଉ ୪ କରୋନା ପଜିଟିଭ୍ଙ୍କ କେସ୍ ହିଷ୍ଟ୍ରି
- luxury car rental miami_jmOl on ରାଜଧାନୀ ପ୍ରଶାନ୍ତି ବିହାର ଅଂଚଳରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର !
