ଜାନୁଆରୀ ୨୫ ତାରିଖ ୨୦୧୯ମସିହା(ଶୁକ୍ରବାର)
କାଳବେଳା ଓ
ବାରବେଳା-ଦିବା ଘ୦୯/୧୪ଗତେ ଘ୧୨/୦୫ମଧ୍ୟେ
ଅମୃତବେଳା- ଦିବା ଘ୦୫/୫୪ମଧ୍ୟେ ଓ ଘ୦୪/୧୦ଗତେ ଘ୦୫/୩୦ମଧ୍ୟେ
ମାହେନ୍ଦ୍ର ବେଳା-ଦିବା ଘ ୦୭/୫୪ ଗତେ ଘ୦୯/୧୫ମଧ୍ୟେ ଓ ଘ୧୨/୦୫ଗତେ ଘ୦୧/୨୨ମଧ୍ୟେ
ମେଷ – ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ
ବୃଷ – ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |
ମିଥୁନ – ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |
କର୍କଟ – ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
ସିଂହ – ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
କନ୍ୟା – ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |
ତୁଳା – ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |
ବିଛା – ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |
ଧନୁ – ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |
ମକର – ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।
କୁମ୍ଭ – ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |
ମୀନ – ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି

coworking space for rent coworking space nearby
проектирование пожарной сигнализации установка пожарной сигнализации систем безопасности
ip камера mi http://ip-kamery-kaliningrad.ru
комплект удаленного видеонаблюдения видеонаблюдение для дома комплект
Все лучшее здесь: https://nakrutka-pf-factorov.ru
Индивидуальные туры с гидом Калининград экскурсии по городу индивидуальные откроют лучшие места региона в комфортном формате путешествия.
Главные новости: https://alexstroy.su
шкаф по индивидуальным размерам https://шкафы-заказать.рф
Нужна стальная лента? лента стальная упаковочная купить широкий ассортимент, разные толщины и марки стали. Выгодные цены, быстрая отгрузка и поставки для производства и строительства
смотреть сериалы смотреть сверхъестественное все сезоны
телефон стоматологии стоматология сколько стоят
дизайнерские светильники купить магазин дизайнерский светильников
свадьба москва сайт свадебное агентство свадьба
свадьба организация и проведение свадебное агентство свадьба
агентство свадьба под ключ проведение свадьбы в москве
телефон стоматологии номер телефона стоматологии
лента стальная упаковочная лента бандажная нержавеющая
пятерочка промокод на вторую доставку пятерочка промокод 750
Лучшие слоты онлайн шугар раш игра на деньги красочный слот с цепными выигрышами и накопительными множителями. Игра отличается простым управлением, ярким дизайном и высоким потенциалом выигрыша при удачных комбинациях.
Steam Desktop Authenticator https://sdasteam.com (SDA). It allows you to generate account login codes and automatically confirm trades or item sales on the Community Market without using your smartphone.
Everything for Minecraft topminecraftworldseeds.com in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.
Everything for Minecraft https://topminecraftworldseeds.com in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.
Everything for Minecraft https://topminecraftworldseeds.com in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.