ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ପର୍ଯ୍ୟାୟରେ ୬ ଟି ଲୋକସଭା ଓ ୪୨ଟି ବିଧାନସଭା ଲାଗି ନିର୍ବାଚନ ଅନୁଷ୍ଠିତ ହେବ । ସମ୍ବଲପୁର , ଢ଼େଙ୍କାନାଳ,କଟକ, ପୁରୀ,ଭୁବନେଶ୍ୱର ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ଓ ଏହାର ଅଧିନସ୍ଥ ବିଧାନସଭା ଆସନ ପାଇଁ ଆଜିଠାରୁ ପ୍ରାର୍ଥୀ ପତ୍ର ଦାଖଲ ଆରମ୍ଭ ହେବ । ଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଚାଲିବ । ଏପ୍ରିଲ ୫ତାରିଖରେ ନାମାଙ୍କନ ପତ୍ର ଯାଂଚ ହେବ ଓ ଏପ୍ରିଲ ୮ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଭୋଟ୍ ଗ୍ରହଣ ହେବ ।
ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
??????????
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
