ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ପର୍ଯ୍ୟାୟରେ ୬ ଟି ଲୋକସଭା ଓ ୪୨ଟି ବିଧାନସଭା ଲାଗି ନିର୍ବାଚନ ଅନୁଷ୍ଠିତ ହେବ । ସମ୍ବଲପୁର , ଢ଼େଙ୍କାନାଳ,କଟକ, ପୁରୀ,ଭୁବନେଶ୍ୱର ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ଓ ଏହାର ଅଧିନସ୍ଥ ବିଧାନସଭା ଆସନ ପାଇଁ ଆଜିଠାରୁ ପ୍ରାର୍ଥୀ ପତ୍ର ଦାଖଲ ଆରମ୍ଭ ହେବ । ଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଚାଲିବ । ଏପ୍ରିଲ ୫ତାରିଖରେ ନାମାଙ୍କନ ପତ୍ର ଯାଂଚ ହେବ ଓ ଏପ୍ରିଲ ୮ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଭୋଟ୍ ଗ୍ରହଣ ହେବ ।
ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
??????????
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Brentlyday on ଅଗ୍ନିକାଣ୍ଡରେ ୮ ବଖରା ଜଳି ପୋଡ଼ି ପାଉଁଶ !
- DonaldMut on ପ୍ରସ୍ତୁତ କରନ୍ତୁ ସୁଗାର ଫ୍ରି ମାଣ୍ଡିଆ ଓଟସ ଲଡୁ ।
- Deweywom on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- MichaelAwait on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
- Howardaspic on ମହାରାଷ୍ଟ୍ରରେ ବର୍ଷା ବିତ୍ପାତ : ପାଚେରୀ ଭୁଶୁଡି ୧୫ ଜଣଙ୍କର ମୃତ୍ୟୁ
