ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଲୋକସେବା ଭବନରେ ସଂଧ୍ୟା ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରସ୍ତାବ ଅନୁଯାୟୀ ଓଡ଼ିଶା କୃଷିନୀତି-୨୦୧୯କୁ କ୍ୟାବିନେଟ ମଞ୍ଜୁରୀ ମିଳିପାରେ। ଏହାସହ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବ ଅନୁସାରେ ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ କରାଯିବା ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଓଡ଼ିଶା ରାଜସ୍ୱ ସେବା କ୍ୟାଡର ରୁଲ ସଂଶୋଧନ କରିବା ନେଇ ପ୍ରସ୍ତାବ ରହିଛି।
ଆଜି ରାଜ୍ୟ କ୍ୟାବିନେଟ ବୈଠକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
