ଭୁବନେଶ୍ୱର : ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍ସି) ଦ୍ୱାରା ପରିଚାଳିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୫୦୦ ସଫଳ ପ୍ରାର୍ଥୀଙ୍କୁ ରାଜ୍ୟ ସଚିବାଳୟରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍ଓ) ପଦବୀରେ ନିଯୁକ୍ତି ପାଇଁ ଅନୁମୋଦନ ମିଳିଛି। ଓପିଏସ୍ସିର ସୁପାରିସ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ଜାନୁୟାରୀ ୨୦ରେ ଖାଲିପଡ଼ିଥିବା ଏହି ୫୦୦ ପଦବୀ ପାଇଁ ପରୀକ୍ଷା ହୋଇଥିଲା।
୫୦୦ ଏଏସ୍ଓ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
You Might Also Like
Leave a Comment
Leave a Comment
- Advertisement -
