ଭବାନୀପାଟଣା : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପାଟଣାର ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ମା’ମାନେ ବିକାଶର ପ୍ରକୃତ ଡବଲ ଇଞ୍ଜିନ୍ । ବିଜେଡ଼ି କ୍ଷମତାକୁ ଆସିଲେ ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବୀନ । ମା’ମାନଙ୍କୁ ୭ ଲକ୍ଷ ବଦଳରେ ୧୦ ଲକ୍ଷ ପ୍ରଦାନ କରାଯିବ । ଏହାବ୍ୟତୀତ ମିଶନ ଶକ୍ତିର ମା’ମାନଙ୍କୁ ୫ ହଜାର କୋଟି ପର୍ଯ୍ୟନ୍ତ ସରକାରୀ କାମ ଯୋଗାଇ ଦିଆଯିବ ।
ଦଳ ସରକାର ଗଢ଼ିଲେ ଆଶ୍ରମ ସ୍କୁଲ ପରିଚାଳନା, ଡାକ୍ତରଖାନା ପରିଚାଳନା, ସ୍କୁଲ ୟୁନିଫର୍ମ ଯୋଗାଣ ଅନେକ ସରକାରୀ କାମ ପାଇଁ ମିଶନ ଶକ୍ତିର ମା’ମାନଙ୍କୁ ନିୟୋଜିତ କରାଯିବ ଏହାଦ୍ୱାରା ମିଶନ ଶକ୍ତିର ମା’ମାନେ ୫ ଶହ କୋଟି ଟଙ୍କାର ଲାଭ ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ। ଭବାନୀପାଟଣାର ରେଳ ୱାଗନ, ଦୁଇଗୁଣା ଏମଏସପି, ସବୁ ଜମିକୁ ଜଳସେଚନ, ଏସସି/ଏସଟି ପିଲାଙ୍କ ବୃତ୍ତି କାହିଁକି ବନ୍ଦ କରାଗଲା ପ୍ରଶ୍ନ କରିବା ନେଇ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଗରିବ ଝିଅମାନଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ ।ସବୁ ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କ ପାଇଁ ବିନା ସୁଧରେ ୫ ଲକ୍ଷ ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ରାଜ୍ୟର ସମସ୍ତ ଝିଅଙ୍କୁ ମାଗଣାରେ ଶିକ୍ଷା ସୁବିଧା ଉପଲବ୍ଧ କରାଯିବ । କେଜିରୁ କଲେଜ, ମେଡ଼ିକାଲ, ଇଞ୍ଜିନିୟରିଂ ସବୁ ପାଠ୍ୟକ୍ରମପାଇଁ ମାଗଣାରେ ପଢ଼ିପାରିବେ ଝିଅମାନେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବୀନ ।

Choć na polskim rynku platforma Vavada.net jest obecna od stosunkowo niedawna, nasz globalny debiut miał miejsce już w 2017 roku. Od tego czasu zdołaliśmy zbudować solidne zaufanie wśród tysięcy miłośników hazardu nad Wisłą. Każdego dnia nasz portal rejestruje wizyty ponad 8000 aktywnych użytkowników, co stanowi najlepszy dowód na nasz dynamiczny rozwój. Społeczność graczy docenia nas przede wszystkim za bezproblemowe działanie, świetne bonusy oraz fachowe podejście do klienta.