ଜାନୁଆରୀ ୩୧ ତାରିଖ ୨୦୧୯ମସିହା (ଗୁରୁବାର)
କାଳବେଳା ଓ
ବାରବେଳା-ଦିବା ଘ୦୨/୫୦ଗତେ ଘ୦୫/୩୫ମଧ୍ୟେ
ଅମୃତବେଳା – ଦିବା ଘ୧୦/୩୬ ଗତେ ଘ୧୨/୦୩ମଧ୍ୟେ ଓ ଘ୦୧/୨୪ଗତେ ଘ୦୨/୪୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ ୦୭/୫୦ମଧ୍ୟେ ଓ ରାତ୍ରି ଘ୦୭/୧୩ଗତେ ଘ୧୦/୫୦ମଧ୍ୟେ
ମେଷ: ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। କ୍ୟାରିୟରର ଠିକ୍ ଦିଶାରେ ଅଗ୍ରସର ହେବେ। ଛାତ୍ରଙ୍କୁ କୌଣସି ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଆଖଣ୍ତଳମଣି।
ବୃଷ: ବ୍ୟବସାୟୀଙ୍କ ଲାଗି ଦିନଟି ଅନୁକୂଳ ରହିବ। ବ୍ୟବସାୟରୁ ଆଶା ଠୁଁ ଅଧିକ ଧନଲାଭ ହେବ। ରାଜନୀତିରେ କିଛି ଆଶା ପୂରା ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।
ମିଥୁନ: ଆପଣ କେବଳ ନିଜ କାମରେ ମନଯୋଗ ଦିଅନ୍ତୁ। ସୌଭାଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବାେର କୌଣସି ଅସୁବିଧା ହେବନାହିଁ। ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ପାଇବେ। ବାହନ ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।
କର୍କଟ: ଗୁରୁଙ୍କ ଆଶୀର୍ବାଦ ନିଅନ୍ତୁ; ଦିନଟି ଭଲରେ କଟିବ। ବ୍ୟବସାୟ କାମରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ। ଚାକିରିଆଙ୍କର ଉନ୍ନତି ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଅମ୍ବିକା।
ସି˚ହ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ। ଆପଣଙ୍କର ବଡ଼ରୁ ବଡ଼ କାମ ହୋଇଯିବ। ନୂଆ ଗାଡ଼ି କିଣିବା ପାଇଁ ମନ ବଳିବ। ଖାଦ୍ୟ-ପାନୀୟ ପ୍ରତି ସଚେତନ ରହନ୍ତୁ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ଦୁର୍ଗା।
କନ୍ୟା: ଆପଣଙ୍କ ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ। ଉଚ୍ଚ ଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ। ଅଫିସ୍ରେ ଦିନଟି ଭଲରେ କଟିବ। ବ୍ୟବସାୟୀ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଲକ୍ଷ୍ମୀ ନାରାୟଣ।
ତୁଳା: ଚାକିରି ବୃତ୍ତିରେ ଲାଗି ରହିଥିବା ବିଶୃଙ୍ଖଳା ହ୍ରାସ ହେବ। ନୂଆ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ପାଟଣେଶ୍ବରୀ।
ବିଛା: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ମିଠା କଥା କହି ସମସ୍ତଙ୍କ ହୃଦୟ ଜିଣିନେବେ। ନୂଆ ଦାୟିତ୍ବ ମିଳିପାରେ। କାର୍ଯ୍ୟକ୍ଷେତ୍ରରେ କୌଣସି ବ୍ୟକ୍ତି ବନ୍ଧୁତାର ହାତ ବଢ଼ାଇବେ। ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।
ଧନୁ: ବ୍ୟର୍ଥ ଚିନ୍ତାରୁ ମୁକ୍ତି ମିଳିବ। ଆପଣଙ୍କର କୌଣସି ଯୋଜନା ସମୟ ପୂର୍ବରୁ ପୂରା ହୋଇଯିବ। ଆର୍ଥିକ ମାମଲାରେ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ ସହିତ କୌଣସି ବିଷୟରେ ଆଲୋଚନା ପାଇଁ ତାଙ୍କ ଘରକୁ ଯିବେ। ଛାତ୍ରଙ୍କ ପାଇଁ ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମହାଦେବ।
ମକର: ଆଜି ଆପଣ ଆତ୍ମବିଶ୍ବାସରେ ଭରି ରହିବେ। ଅଫିସ୍ କାମ ସହଜରେ ପୂରା ହୋଇପାରେ। ବ୍ୟବସାୟୀଙ୍କୁ ଧନଲାଭ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।
କୁମ୍ଭ: ଯୋଜନାକୁ ରୂପରେଖ ଦେବା ଲାଗି ବିଚାର କରିବେ। ମିତ୍ରଙ୍କ ପୂରା ସହଯୋଗ ମିଳିବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଜୀବନସାଥୀଙ୍କ ଠାରୁ ଖୁବ୍ ପ୍ରେମ ପାଇବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ମଙ୍ଗଳା।
ମୀନ: ପୂଜାପାଠରେ ଅଧିକ ସମୟ ବିତିବ। ଆପଣଙ୍କ ମନରେ ସକାରାତ୍ମକ ବିଚାର ଆସିବ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ବାର ଖୋଲିବ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ।

Последние изменения: https://alexstroy.su
современные шкафы на заказ https://шкафы-заказать.рф
сериал все серии смотреть сверхъестественное 3 сезон
стоматология сколько стоят лучшие стоматологии москвы
Слот с тематикой собачек слот собаки слот предлагает бонусные фриспины, липкие вайлд-символы и высокий потенциал выигрыша благодаря множителям и расширяющимся символам.
Делаешь ставки? https://ufcbetting.club аналитика поединков, прогнозы, коэффициенты букмекеров и разборы боев. Следите за предстоящими турнирами, статистикой бойцов и делайте ставки на главные события мира единоборств.
Любишь азарт? https://nodepositcasinopromo.top подборка онлайн-казино с бесплатными фриспинами, акциями и приветственными предложениями для новых игроков. Узнайте условия получения и начните играть без пополнения счета.
Продажа и установка камеры видеонаблюдения купить. Современные системы безопасности для квартир, домов, магазинов и складов. Настройка удалённого доступа, запись видео и круглосуточный контроль объекта.
Быстрая профессиональная установка видеонаблюдения в калининграде для квартир, домов, офисов и коммерческих объектов. Проектирование, монтаж и настройка систем безопасности, удалённый доступ, запись видео и контроль в реальном времени. Надёжные решения для защиты имущества и контроля территории.
Steam Desktop Authenticator https://sdasteam.com (SDA). It allows you to generate account login codes and automatically confirm trades or item sales on the Community Market without using your smartphone.