ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜେଲ୍ରୁ ମୁକୁଳିଲେ କଏଦୀ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ୨ହଜାର ୯୬୩ଜଣ କଏଦୀଙ୍କୁ ରିଲିଜ୍ କରାଯାଇଛି। ମାର୍ଚ୍ଚ ୨୦ରୁ ଏପ୍ରିଲ୍ ୯ ମଧ୍ୟରେ ୨୯୬୩ କଏଦୀ ମୁକୁଳିଛନ୍ତି। ଜାମିନ୍ରେ ୨ହଜାର ୬୬୧ଜଣ ବାହାରିଥିବାବେଳେ ପାରୋଲ୍ର ଆସିଛନ୍ତି ୯ କଏଦୀ। ଏହା ବ୍ୟତୀତ ଅନ୍ୟ ବ୍ୟବସ୍ଥା ଜରିଆରେ ୨୯୩ଜଣ କଏଦୀଙ୍କୁ ଛଡାଯାଇଛି। ଜେଲ୍ ବିଭାଗ DG ସନ୍ତୋଷ ଉପାଧ୍ୟାୟ ଏନେଇ ସୂଚନା ଦେଇଛନ୍ତି। କରୋନା ଭାଇରସ୍ ସଂକ୍ରମଣ ରୋକିବା ପାଇଁ କଏଦୀ ମାନଙ୍କୁ ପାରୋଲ କିମ୍ବା ଜାମିନ୍ରେ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ। ଯେଉଁ କଏଦୀମାନଙ୍କୁ ୭ବର୍ଷ କିମ୍ବା ତାଠାରୁ କମ୍ ଦଣ୍ଡ ଦିଆଯାଇଛି ସେମାନେ ପାରୋଲ କିମ୍ବା ଅନ୍ତରୀଣ ଜାମିନରେ ଯାଇପାରିବେ ବୋଲି କୋର୍ଟ କହିଥିଲେ।
ରାଜ୍ୟର ବିଭିନ୍ନ ଜେଲ୍ରୁ ମୁକୁଳିଲେ ୨ହଜାର ୯୬୩ଜଣ କଏଦୀ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ହେଲେ ଖଲାସ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Vivod iz zapoya na domy_lzKr on ଘରୁ ଉଦ୍ଧାର ହେଲା ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ !
- aviator_rhkn on ଖାରବେଳଙ୍କୁ ଆକ୍ରମଣ ଘଟଣା : ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା
- melbet_luOt on ଖାରବେଳଙ୍କୁ ଆକ୍ରମଣ ଘଟଣା : ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା
- melbet_brsn on ଖାରବେଳଙ୍କୁ ଆକ୍ରମଣ ଘଟଣା : ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା
- mostbet_pxer on ଖାରବେଳଙ୍କୁ ଆକ୍ରମଣ ଘଟଣା : ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା
