ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ଗଗନ ଧଳଙ୍କୁ ଓଏଫଡ଼ିସି ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି। ସେହିପରି ସୁରେଶ ମହାପାତ୍ରଙ୍କୁ ଉନ୍ନୟନ କମିଶନର ସହିତ ସଂଯୋଜନା ବିଭାଗ ଦାୟିତ୍ବ ଦିଆଯାଇଛି। କେବିକେ ମୁଖ୍ୟ ପ୍ରଶାସକ ଭାବେ ସୁଦର୍ଶନ ପାଇ ଠାକୁରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିସନର ଭାବେ ନିଯୁକ୍ତି ମିଳିଛି। ଏଥିସହିତ ସେ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦାୟିତ୍ବରେ ମଧ୍ୟ ରହିବେ। ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଶିଳ୍ପ ସଚିବ ସଂଜୀବ ଚୋପ୍ରାଙ୍କୁ ଗୃହ ବିଭାଗ ଓ ମନୋଜ ମିଶ୍ରଙ୍କୁ ଇଲେକ୍ଟ୍ରୋନିକ୍ ଓ ସୂଚନା ପ୍ରଯୁକ୍ତି ବିଭାଗରେ ଅତିରିକ୍ତ ଦାୟିତ୍ୱ ମିଳିଛି।
ଆଇଏଏସ୍ ସ୍ତରରେ ଅଦଳ ବଦଳ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- ErnestLab on ଆଜିର ରାଶିଫଳ
- Ahmedexcum on ଆଜିର ରାଶିଫଳ
- RandallLam on ବାରଙ୍ଗରେ ଗୁଳିକାଣ୍ଡ: ଜଣେ ମୃତ
- Angelothini on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- Emiliohed on ବିଜେଡିରେ ଯୋଗ ଦେଲେ ଯୋଗେଶ ସିଂ
