ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭି.କେ ପାଣ୍ଡିୟାନ୍। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ବିଭିନ୍ନ ଓ୍ଵାର୍ଡ ବୁଲି ଦେଖିଛନ୍ତି । ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି 5T ସଚିବ । କିପରି ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି, ରୋଗୀ ଓ ସଂପର୍କୀୟଙ୍କୁ ପଚାରି ବୁଝିଛନ୍ତି । ଏହାସହ ମେଡିକାଲ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ଭି.କେ ପାଣ୍ଡିୟାନ୍ଙ୍କ ସହ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ପୁନମ ତାପସ ଗୁହା ପ୍ରମୁଖ ଉପସ୍ଥିତ ଥିଲେ।
ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ 5T ସଚିବ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Vivod iz zapoya na domy_vvsa on ଆଜିର ରାଶିଫଳ
- Nelsonhes on ଛଅବର୍ଷ ବୟସରେ ହୋଇଥିଲା ବାଲ୍ୟ ବିବାହ, ୧୨ବର୍ଷ ପରେ ଏଥିରୁ ମୁକୁଳି ପାରିଲେ ଯୁବତୀ
- KarlsAg on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- DavidAliem on ଭିଜିଲାନ୍ସ ଜାଲରେ ଡ଼ିଏଫଓ
- Levithoxy on ଛଅବର୍ଷ ବୟସରେ ହୋଇଥିଲା ବାଲ୍ୟ ବିବାହ, ୧୨ବର୍ଷ ପରେ ଏଥିରୁ ମୁକୁଳି ପାରିଲେ ଯୁବତୀ
