ଭୁବନେଶ୍ୱର: ବରଗଡରେ ଆଜି ଚାଷୀ ମହାସମାବେଶ କରିବେ ନବୀନ । ଏହି ସମାବେଶରେ କାଳିଆ ଯୋଜନାରେ ଚାଷୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୧୪ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ସହାୟତା ଟଙ୍କା ବାଂଟିବେ ମୁଖ୍ୟମନ୍ତ୍ରୀ । କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନାରେ ସହାୟତା ଟଙ୍କା ମିଳିବ । ବରଗଡର ସୋହେଲା ଚାଷୀ ସମାବେଶରେ କାଳିଆ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଂଟକୁ ଯିବ ଟଙ୍କା । ଏହା ସହିତ ଆଜି ବରଗଡ ଜିଲ୍ଲା ଗସ୍ତ ଅବସରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ।
ବରଗଡରେ ଆଜି ଚାଷୀ ମହାସମାବେଶ କରିବେ ନବୀନ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Burtonfoops on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- Bartnaize on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- BrianLon on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- Williamror on ଜାମ୍ମୁକାଶ୍ମୀରରେ ଆଜିଠୁ ଲାଗୁ ହେଲା ରାଷ୍ଟ୍ରପତି ଶାସନ
- HeathNiz on ପ୍ରସ୍ତୁତ କରନ୍ତୁ ସୁଗାର ଫ୍ରି ମାଣ୍ଡିଆ ଓଟସ ଲଡୁ ।
