ମାର୍ଚ୍ଚ ୨୬ ତାରିଖ ୨୦୧୯ମସିହା (ମଙ୍ଗଳବାର)
କାଳବେଳା – ଦିବା ଘ୦୧/୨୪ଗତେ ଘ୦୨/୫୫ମଧ୍ୟେ
ବାରବେଳା-ଦିବା ଘ୦୭/୨୦ଗତେ ଘ୦୮/୫୫ମଧ୍ୟେ
ଅମୃତବେଳା – ଦିବା
ଘ୦୮/୫୬ ଗତେ ଘ୧୦/୧୯ମଧ୍ୟେ ଓ ଘ୧୧/୪୬ଗତେ ଘ୦୧/୧୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୧୦/୨୦ଗତେ ଘ୧୧/୫୦ମଧ୍ୟେ ଓ ରାତ୍ରି ଘ୦୮/୫୫ଗତେ ଘ୧୦/୨୦ମଧ୍ୟେ
ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
ମିଥୁନ – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ | ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।
କର୍କଟ – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |
ସିଂହ – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |
କନ୍ୟା – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ
ତୁଳା – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
ବିଛା – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
ଧନୁ – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
ମକର – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | ବିବାହଯୋଗ୍ୟ ପାତ୍ର କିମ୍ବା ପାତ୍ରୀ ପାଇଁ ଉପଯୁକ୍ତ ପାତ୍ର କିମ୍ବା ପାତ୍ରୀ ମିଳିପାରେ | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କିମ୍ବା ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |
କୁମ୍ଭ – ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |
ମୀନ – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

Wayy cool! Some vwry valid points! I appreciatee youu writijg this article andd thhe reest off
thhe site is also very good.
Also vusit mmy bblog post: txxxvideos.com
Bed bondage spreadeagleYoung gay bbsFree traci bingham nude videoDark city adultSkacat
bez platn pornoStephanie wood nudeAdult dog mask xnxx Breast
augmentation with grade 2 ptosisMilf enormousHuge boob sister storySexual bathroom controlForbidden sex picturesFree hermaphrodite xxx picHot
seducing mature momsThe asian financial crises xnxxporn.win Free young
virgin sex amateurWatch paris hilton porn video for freeSeroma
and breast surgeryNaked girls fight free videoWinger debra nude picsExpert female orgasmsFree amertuer mature sex moviesWomens comment on penisTeen athlete picMiley cyrus underwear nude xnxx Nude puberty picsEscort iac
valveRedhead teen clipsGuys that suck their own cockCum in a girls goodniteEva
ellington fuckedPeeing oldiesGorgous fresh threesome free porn videosGentlemans pleasure partiesVixenval tgpCopper stripper wireSexual pictures of womenThick amateurBreast implants before and after dddCaught nude gymnasticsSexy fun in londonFemale breasts with erect nipplesMontreal massage escortVintage
wilton armetale pewter porringerAdult day care for the mentally
handicapped southern tierFiremen cum