ଅପ୍ରେଲ ୦୫ ତାରିଖ ୨୦୧୯ମସିହା (ଶୁକ୍ରବାର)*
କାଳବେଳା ଓ ବାରବେଳା-ଦିବା ଘ୦୮/୫୭ଗତେ ଘ୧୧/୫୮ମଧ୍ୟେ
ଅମୃତବେଳା – ଦିବା
ଘ୦୭/୨୭ମଧ୍ୟେ ଓ ଘ ୦୪/୨୮ ଗତେ ଘ୦୫/୫୮ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୭/୨୮ ଗତେ ଘ୦୮/୫୫ମଧ୍ୟେ ଓ ଘ୧୧/୫୯ଗତେ ଘ୦୧/୨୨ମଧ୍ୟେ
ମେଷ: ଲୋକମାନଙ୍କର ବିଶ୍ବାସ ଆପଣଙ୍କ ଉପରେ କାଏମ ରହିବ। ରାଜନୀତିରେ ମନକାମନା ପୂରା ହେବ। ନୂଆ ସ୍ରୋତରୁ ଧନଲାଭ ହେତୁ ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଗୁପ୍ତେଶ୍ବର।
ବୃଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଦୀର୍ଘଦିନରୁ ସ୍ଥଗିତ ଥିବା କାମ ପୂରା ହେବ। ଉଚ୍ଚ ଅଧିକାରୀ ବର୍ଗ ଆପଣଙ୍କ ଉପରେ ଖୁସି ରହିବେ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।
ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ମିତ୍ରଙ୍କ ପରାମର୍ଶ କାମରେ ଆସିବ। କାର୍ଯ୍ୟଶୈଳୀରେ କର୍ତ୍ତୃପକ୍ଷ ପ୍ରଭାବିତ ହେବେ। ଭାଗୀଦାରି କାରବାରରୁ ଭଲ ଫଳାଫଳ ମିଳିବ। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ତୀ।
କର୍କଟ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ସାଧୁସନ୍ଥଙ୍କ ସହିତ ସ˚ପର୍କ ବଢ଼ିବ। ଆପଣଙ୍କ ଇଚ୍ଛା ପୂରା କରିବା ଲାଗି ଅଧିକ ପରିଶ୍ରମ କରିବାକୁ ପଡ଼ିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ସୂର୍ଯ୍ୟଦେବ।
ସି˚ହ: ଆପଣଙ୍କ ପାଖଆଖରେ ମଧୁର ବାତାବରଣ ରହିବ। କୌଣସି ଜରୁରୀ କାମ ଜୀବନସାଥୀଙ୍କ ସହିତ ପରାମର୍ଶ କରି କରନ୍ତୁ; ଭଲ ହେବ। ଶରୀର ସୁସ୍ଥ ରଖିବା ଲାଗି ପ୍ରତିଦିନ ପ୍ରାତଃ ଭ୍ରମଣ କରନ୍ତୁ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଦୁର୍ଗା।
କନ୍ୟା: ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ଆପଣଙ୍କ କାମରେ କର୍ତ୍ତୃପକ୍ଷ ଖୁସି ରହିବେ। ମହତ୍ତ୍ବପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ଶତ୍ରୁଙ୍କୁ ପରାସ୍ତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।
ତୁଳା: ଆଜି ଊର୍ଜାରେ ପରିପୂର୍ଣ୍ଣ ରହିବେ। ଆପଣ ନିଜର କାମକୁ ଠିକ୍ ଭାବେ ନିର୍ବାହ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପାରିବାରିକ ଅଶାନ୍ତିର ସମାଧାନ ହୋଇଯିବ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।
ବିଛା: ଦିନଟି ଆପଣଙ୍କ ଲାଗି ଭଲ ମୁହୂର୍ତ୍ତ ନେଇ ଆସିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ସ˚ପର୍କୀୟଙ୍କ ସହିତ ମିଳନ ଯୋଗ ରହିଛି। ସନ୍ତାନଙ୍କ କ୍ୟାରିୟର ସମ୍ବନ୍ଧରେ ମହତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଚର୍ଚ୍ଚିକା।
ଧନୁ: ଆଜି ଆପଣ ନିଜ ଉପରେ ଗର୍ବ ଅନୁଭବ କରିବେ। ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ପଇସା ରୋଜଗାର ପାଇଁ ଦିମାକରେ ନୂଆ ବିଚାର ଆସିବ। ପାରିବାରିକ ସ୍ଥିତି ଠିକ୍ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମହାଲକ୍ଷ୍ମୀ।
ମକର: ଆଜିର ଦିନଟି ପୂର୍ବ ଦିନ ଅପେକ୍ଷା ଭଲ ରହିବ। ଚାକିରିରେ ବଡ଼ ସୁଯୋଗ ମିଳିବା ହେତୁ ଧନଲାଭ ହେବ। ଆପଣଙ୍କ ମନର କଥା ବନ୍ଧୁଙ୍କ ସହିତ ବାଣ୍ଟିବେ। ବିଦ୍ୟାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଭଲ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।
କୁମ୍ଭ: ଆପଣଙ୍କ ମନୋଭାବ ଭଲ ରହିବ। ଜୀବନସାଥୀଙ୍କୁ ମନର କଥା କହିବେ। ବେପାରର ଶୁଭାରମ୍ଭ କରିବା ଲାଗି ଦିନଟି ଉତ୍ତମ। ଚାକିରିରେ ସମର୍ପିତ ଦାୟିତ୍ବ ସୁରୁଖୁରୁରେ ତୁଲାଇବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ମାଣିକେଶ୍ବରୀ।
ମୀନ: କାମ ଧନ୍ଦା କ୍ଷେତ୍ରରେ ଚ୍ୟାଲେଞ୍ଜ ଆସିବ। ଅନ୍ୟମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ କଥା ଆଲୋଚନା କରନ୍ତୁ ନାହିଁ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଛାତ୍ରଛାତ୍ରୀମାନେ ମନ ଲଗାଇ ପଢ଼ନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।
🙏🙏🙏🙏🙏🙏🙏🙏

Choć na polskim rynku platforma Vavada.net jest obecna od stosunkowo niedawna, nasz globalny debiut miał miejsce już w 2017 roku. Od tego czasu zdołaliśmy zbudować solidne zaufanie wśród tysięcy miłośników hazardu nad Wisłą. Każdego dnia nasz portal rejestruje wizyty ponad 8000 aktywnych użytkowników, co stanowi najlepszy dowód na nasz dynamiczny rozwój. Społeczność graczy docenia nas przede wszystkim za bezproblemowe działanie, świetne bonusy oraz fachowe podejście do klienta.