ଫେବୃୟାରୀ ୨୮ ତାରିଖ ୨୦୧୯ମସିହା (ଗୁରୁବାର)
କାଳବେଳା ଓ ବାରବେଳା-ଦିବା ଘ୦୨/୫୩ଗତେ ଘ୦୫/୫୦ମଧ୍ୟେ
ଅମୃତବେଳା – ଦିବା
ଘ୧୦/୩୦ ଗତେ ଘ୧୧/୫୨ମଧ୍ୟେ ଓ ଘ୦୧/୧୮ଗତେ ଘ୦୨/୫୨ମଧ୍ୟେ
ମାହେନ୍ଦ୍ର ବେଳା-ଦିବା
ଘ୦୭/୩୮ମଧ୍ୟେ ଓ ଘ୧୧/୫୩ଗତେ ଘ୦୧/୨୩ମଧ୍ୟେ
ମେଷ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ୍ ଦେବ। ଯାହା ବି କାମ କରିବେ ନିଶ୍ଚିତ ସଫଳତା ପାଇବେ। ଅଫିସରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ବାବା ଧବଳେଶ୍ବର।

ବୃଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଅଫିସ ଯିବା ବାଟରେ ମିତ୍ରଙ୍କ ସହିତ ଭେଟ ହୋଇପାରେ। ଆପଣଙ୍କ ଜୀବନ ଲାଗି କିଛି ଖାସ୍ ସୁଯୋଗ ମିଳିପାରେ। ଇଷ୍ଟଦେବଙ୍କ ପ୍ରତି ଆସ୍ଥା ବଢ଼ିବ। ଛାତ୍ରଛାତ୍ରୀଙ୍କୁ ପଢ଼ିବା ଲେଖିବାରେ ମନୋଯୋଗ ଦେବେ। ଶୁଭରଙ୍ଗ:ଗୋଲାପୀ। ଆରାଧନା:ମାଆ ଦୁର୍ଗା।

ମିଥୁନ: ଆପଣ ଲକ୍ଷ ହାସଲ ଲାଗି ଠୋସ୍ ଯୋଜନା କରିବେ। ସାମାଜିକ କ୍ଷେତ୍ରରେ ଆପଣଙ୍କର ସକ୍ରିୟତା ବଢ଼ିପାରେ। ଅଫିସ ତରଫରୁ ରାଜ୍ୟ ବାହାରକୁ ଯିବାର ସୁଯୋଗ ମିଳିବ। ଛାତ୍ରଙ୍କ ଲାଗି ଦିନଟି ମହତ୍ବପୂର୍ଣ୍ଣ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

କର୍କଟ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେତୁ ସବୁ କାମରେ ସଫଳତା ହାସଲ କରିବେ। ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ମେଳ ମିଳାପ ହେବ। ଅପ୍ରତ୍ୟାଶିତ ଧନପ୍ରାପ୍ତି ହୋଇପାରେ। ଛାତ୍ରଙ୍କୁ ଶିକ୍ଷକଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

ସି˚ହ: ଆଜି ଆପଣ ନିଜର ଊର୍ଜାକୁ ଠିକ୍ ରୂପେ ବ୍ୟବହାର କରିବେ। ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଚାକିରି ବୃତ୍ତିରେ ଆଶାଜନକ ଫଳ ପାଇବେ। ବିଦ୍ୟାର୍ଥୀମାନେ ଲେଖାପଢ଼ାରେ ଯୋଜନା ପରିବର୍ତ୍ତନ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଅମ୍ବିକା।

କନ୍ୟା: ନିଜର ମଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ଘରକୁ ବନ୍ଧୁ ଆସିବା ଯିବା ଲାଗି ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରସ୍ତୁତ କରିଥିବା ଯୋଜନା ଗୁପ୍ତ ରଖନ୍ତୁ। ଅନ୍ୟଥା ଅନ୍ୟମାନେ ତା’ର ଫାଇଦା ନେବେ। ବିବାହିତଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଆଜି ପୂର୍ବ ଦିନ ଅପେକ୍ଷା ଭଲ ରହିବ। ଜୀବିକା କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆମଦାନି ପାଇଁ ସୁଯୋଗ ଆସିବ। ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ। କାନୁନ ମାମଲାରେ ଆରାମ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।
ବିଛା: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତୁଟ ରହିବ। ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟକୁ ପ୍ରଭାବିତ କରିବ। ଚାକିରିରେ ଉନ୍ନତି ହୋଇପାରେ। ସନ୍ତାନଙ୍କ ପକ୍ଷରୁ ସୁଖଦ ସମାଚାର ମିଳିବ। ଘରକୁ କୌଣସି ସ˚ପର୍କିୟ ଆସିପାରନ୍ତି। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭୈରବୀ।
ଧନୁ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ କାମକୁ କତୃପକ୍ଷ ପ୍ରଶ˚ସା କରିବେ। ଧନପ୍ରାପ୍ତିର ଯୋଗ ପ୍ରବଳ ରହିଛି। କାରବାରୀଙ୍କ ପାଇଁ ଦିନଟି ବଢ଼ିଆ ରହିବ। ବେହବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ସୂର୍ଯ୍ୟଦେବ।

ମକର: ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପାରିବାରିକ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଜୀବନସାଥୀଙ୍କ ଠାରୁ ଉପହାର ମିଳିବ। ଛାତ୍ରଙ୍କର ଲେଖାପଢ଼ା ପ୍ରତି ଆଗ୍ରହ ବଢ଼ିବ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ଶାରଳା।

କୁମ୍ଭ: ଆପଣଙ୍କର ହାସ୍ୟରସିକ ମନୋଭାବ ରହିବ। ଜୀବନସାଥୀଙ୍କ ସହଯୋଗ ପାଇବେ। ବୈଦଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ। ଛାତ୍ରମାନେ ନିଜର ପରିଯୋଜନାରେ ଅଧିକ ପରିଶ୍ରମ କରିବେ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ ବଗଳାମୁଖୀ।

ମୀନ: ଆପଣଙ୍କର ସ୍ବଭାବ ନେତାଙ୍କ ଭଳି ରହିବ। କଷ୍ଟରେ ଥିବା ବନ୍ଧୁଙ୍କୁ ସହାୟତା କରିବେ। ବ୍ୟବସାୟରେ ଧନଲାଭ ହେବ। ଚାକିରିଆଙ୍କ ଲାଗି ଦିନଟି ଭଲ। ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ହୋଟେଲକୁ ଭୋଜନ ପାଇଁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

coworking space coworking space dubai
комплект видеонаблюдения уличный видеонаблюдение для дома комплект
лента стальная 25 мм лента нихромовая х20н80
Последние обновления: https://nakrutka-pf-factorov.ru
организация недорогой свадьбы свадьба под ключ недорого
свадьба под ключ недорого свадьба в москве недорого
пятерочка промокод на первый заказ промокод пятерочка доставка сегодня
Онлайн слот древнегреческих богов gates of olympus играть на деньги слот с динамичным геймплеем и мифологической атмосферой. Множители, бонусные функции и высокая волатильность делают игру интересной и потенциально прибыльной
Лучшие слоты онлайн https://sugar-rush-slot.top красочный слот с цепными выигрышами и накопительными множителями. Игра отличается простым управлением, ярким дизайном и высоким потенциалом выигрыша при удачных комбинациях.
Лучшие слоты онлайн https://sugar-rush-slot.top красочный слот с цепными выигрышами и накопительными множителями. Игра отличается простым управлением, ярким дизайном и высоким потенциалом выигрыша при удачных комбинациях.
Продажа и установка камеры видеонаблюдения купить. Современные системы безопасности для квартир, домов, магазинов и складов. Настройка удалённого доступа, запись видео и круглосуточный контроль объекта.
Быстрая профессиональная установка видеонаблюдения в калининграде для квартир, домов, офисов и коммерческих объектов. Проектирование, монтаж и настройка систем безопасности, удалённый доступ, запись видео и контроль в реальном времени. Надёжные решения для защиты имущества и контроля территории.
Steam Desktop Authenticator https://sdasteam.com (SDA). It allows you to generate account login codes and automatically confirm trades or item sales on the Community Market without using your smartphone.