ଭୁବନେଶ୍ୱର : ରାଜ୍ୟରେ କରୋନା ପଜେଟିଭ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଆଜି ଭୁବନେଶ୍ୱର ବମିଖାଲ ଅଞ୍ଚଳରୁ ୩ ଜଣ ଚିହ୍ନଟ କରାଯାଇଛି । ଏ ସମ୍ପର୍କରେ କିଛି ସମୟ ତଳେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ କରି ଜଣାଇଛି । ତେବେ ଏ ସମ୍ପର୍କରେ ଅଧିକ ବିବରଣୀ ମିଳି ନାହିଁ ।
ଭୁବନେଶ୍ୱର ବମିଖାଲ ଅଞ୍ଚଳରୁ ୩ ଜଣ କରୋନା ପଜେଟିଭ ଚିହ୍ନଟ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
