ଫେବୃୟାରୀ ୧୫ ତାରିଖ ୨୦୧୯ମସିହା (ଶୁକ୍ରବାର)
- କାଳବେଳା ଓ ବାରବେଳା-ଦିବା ଘ୦୯/୨୫ଗତେ ଘ୦୧/୨୫ମଧ୍ୟେ
ଅମୃତବେଳା – ଦିବା
ଘ୦୭/୫୩ମଧ୍ୟେ ଓ ଘ୦୪/୧୦ଗତେ ଘ୦୩/୫୧ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ ୦୭/୫୪ ଗତେ ଘ୦୯/୧୫ମଧ୍ୟେ ଓ ଘ୧୨/୦୪ଗତେ ଘ୦୧/୨୯ମଧ୍ୟେ
ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କୌଣସି ମାମଲାରେ ବଡ଼ଙ୍କ ସାହାଯ୍ୟ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ଚାକିରିରେ ସଫଳତା ମିଳିବା ଯୋଗ ରହିଛି। ବିଲ୍ଡରଙ୍କୁ ଅଚାନକ ଯଥେଷ୍ଟ ଲାଭ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ବୃଷ: ଦିନଟି ବ୍ୟସ୍ତତାରେ କଟିବ। ପାରିବାରିକ ଓ ସାମାଜିକ ଜୀବନରେ ତାଳମେଳ ରଖନ୍ତୁ। ଭାବପ୍ରବଣ ହୋଇ କୌଣସି ଫଇସଲା ନିଅନ୍ତୁ ନାହିଁ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ଛାତ୍ରଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ କୀଚକେଶ୍ବରୀ।

ମିଥୁନ: ଦିନଟି ଖୁସିଭରା ରହିବ। ନୂଆ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଯିବାକୁ ଥିବା ଯାତ୍ରା ଆପଣଙ୍କ ଲାଗି କଲ୍ୟାଣକାରୀ ହେବ। ରାଜନୀତିରେ ଥିବା ବ୍ୟକ୍ତି ବିଶେଷଙ୍କୁ ମାନସମ୍ମାନ ମିଳିବ। ପରିବାରରେ ମଧୁରତା ବଢ଼ିବା ସହିତ ବିଶ୍ବାସ ବି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

କର୍କଟ: ସକାରାତ୍ମକ ଭାବନାରେ ରହିଲେ ହିଁ କଷ୍ଟ ମନେ ହେଉଥିବା କାମ ସହଜରେ କରିପାରିବେ। କାରବାରରେ କିଛି ଏଭଳି କଥା ଆସିବ ଯାହା ଭବିଷ୍ୟତରେ ଲାଭଦାୟୀ ହେବ। ବେକାରଙ୍କୁ ରୋଜଗାର ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଲାଗି ରହିବ। ଛୋଟ ଧରଣର କିଛି କାମ କରିବେ ଯାହା ଭବିଷ୍ୟତରେ ଯଥେଷ୍ଟ ଲାଭ ଦେବ। ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ମିଳିବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କନ୍ୟା: ପୁରୁଣା କଥାକୁ ନେଇ ଆପଣଙ୍କ ମନ ବିଚଳିତ ହୋଇପାରେ। ବିତ୍ତୀୟ ମାମଲାରେ ସାବଧାନତାର ସହ କାମ କରନ୍ତୁ। ଅଫିସରେ ସହକର୍ମୀଙ୍କ ସହିତ ବିତର୍କ କରନ୍ତୁ ନାହିଁ। ଜୀବନସାଥୀଙ୍କ ଠାରୁ ଖୁବ୍ ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଆପଣଙ୍କ ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ। କାମ ଧନ୍ଦା ମାମଲାରେ ପରିସ୍ଥିତି ଭଲ ରହିବ। ନୂଆ ବନ୍ଧୁ ଭାବେ କାହାରିଙ୍କୁ ଗ୍ରହଣ କରିପାରନ୍ତି। ଛାତ୍ରଙ୍କ ଲାଗି ଦିନଟି ଉତ୍କୃଷ୍ଟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।
ବିଛା: ଆପଣଙ୍କ ଚାରିପାଖରେ ମଧୁର ବାତାବରଣ ରହିବ। ପଡ଼ୋଶୀଙ୍କ ଠାରୁ ଭଲ ଖବର ପାଇବେ। ନୂଆ ଦାୟିତ୍ବ ନେବାରେ ସ˚କୋଚ କରନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ସୂର୍ଯ୍ୟଦେବ।
ଧନୁ: ଆପଣଙ୍କ ଲାଗି ଦିନଟି ଉତ୍ତମ ରହିବ। ପୁରୁଣା ଚିନ୍ତା ଦୂର ହେବ। ରାଜନୀତିରେ ସକ୍ରିୟତା ବଢ଼ିପାରେ। ବିରୋଧୀଙ୍କ ସହିତ ଦୃଢ଼ ମୁକାବିଲା କରିବେ। ବ୍ୟବସାୟରେ ଧନଲାଭ ହେବ। ସନ୍ଧ୍ୟାରେ ପିଲାମାନଙ୍କ ସହିତ ହସ ଖୁସିରେ ସମୟ କଟିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।
ମକର: ଆପଣ ନିଜର କାମକୁ ଠିକ୍ ଭାବେ ନିର୍ବାହ କରିବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ବ୍ୟବସାୟର ନୂଆ ପ୍ରସ୍ତାବରୁ ଲାଭ ମିଳିବା ଯୋଗ ରହିଛି। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଛାତ୍ରଙ୍କୁ ଶିକ୍ଷକଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।
କୁମ୍ଭ: ସଫଳତା ପାଇବା ଦିଗରେ ଅଗ୍ରସର ହେବେ। ନୂଆ ଦାୟିତ୍ବ ମିଳିପାରେ। ସହଯୋଗୀଙ୍କ ସହଯୋଗରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆମଦାନିରେ ଅଚାନକ ବୃଦ୍ଧି ହେବ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।
ମୀନ: କାମ କରିବା ଗତିରେ ଯଥେଷ୍ଟ ଉତ୍ସାହ ରହିବ। ବ୍ୟବସାୟ ସମ୍ବନ୍ଧିତ ଜରୁରୀ ଫଇସଲା ନେବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ରାଜନୀତିରେ ଉଚ୍ଚପଦ ପ୍ରାପ୍ତ ହୋଇପାରେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଶାରଳା।

запретный плод скачать обезьяна (фильм, 2025)
на допомогу 2026 uakinobay
lavakino мадагаскар 2
еліо турецкий сериал невеста
Interested in UFC? UFC White House Odds unique mixed martial arts tournament will take place on June 14, 2026, in Washington, D.C., on the South Lawn of the White House. It will be the first professional sporting event in history to be held directly on the grounds of the U.S. presidential residence.
мастер машинки стиральной починить стиральную машинку на дому
Комфортные путешествия с экскурсоводом экскурсии на машине Калининград позволят увидеть Калининград в удобном индивидуальном формате.
наруто 1 сезон наруто сезон онлайн
стоматология цены эстетическая стоматология
Узнать больше здесь: https://spainslov.ru/site/word/word/%D0%9E%D0%A2%D0%94%D0%90%D0%A0%D0%98%D0%92%D0%90%D0%A2%D0%AC
Хочешь узнать про электронные чеки? https://financedirector.by/jelektronnye-cheki-i-ih-uchet/ важный этап цифровизации торговли и налогового контроля. Узнайте, как работают электронные чеки, какие преимущества они дают бизнесу и покупателям, а также какие изменения ждут предпринимателей.
Топ слот онлайн https://sweetbonanzaslot.top казино слот с красочной графикой, фриспинами и каскадными выигрышами. Высокая волатильность и множители обеспечивают шанс на крупные выплаты.
Быстрая профессиональная установка видеонаблюдения для квартир, домов, офисов и коммерческих объектов. Проектирование, монтаж и настройка систем безопасности, удалённый доступ, запись видео и контроль в реальном времени. Надёжные решения для защиты имущества и контроля территории.
Быстрая профессиональная монтаж видеонаблюдения для квартир, домов, офисов и коммерческих объектов. Проектирование, монтаж и настройка систем безопасности, удалённый доступ, запись видео и контроль в реальном времени. Надёжные решения для защиты имущества и контроля территории.
установка домофона цена работы установка ip домофона
Онлайн-сервис оценки недвижимости https://shalmach.pro по фотографиям для покупки, аренды и планирования ремонта. Узнайте ориентировочную стоимость жилья, возможные вложения и рекомендации перед принятием решения.