ଭୁବନେଶ୍ୱର :ବିଧାନସଭା ପରେ ବାପୁଜୀନଗର,ରାଜମହଲ ଏବଂ ଜନପଥ ଅଞ୍ଚଳରେ ସାନିଟାଇଜେସନ ଆରମ୍ଭ ହୋଇଛି । ଏଥିରେ ୪ଟି ଦମକଳ ବାହିନୀ ନିୟୋଜିତ କରାଯାଇଛି । ବାପୁଜୀନଗରର ବିଭିନ୍ନ ଅଞ୍ଚଳରେ ଏହି ସାନିଟାଇଜେସନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ପର୍ଯ୍ୟାୟକ୍ରମେ ଅନ୍ୟ ଅଞ୍ଚଳରେ ସାନିଟାଇଜ କରାଯିବାର କାର୍ଯ୍ୟକ୍ରମ ରହିଛି ।
ବିଧାନସଭା ପରେ ରାଜମହଲ,ବାପୁଜୀନଗର ଏବଂ ଜନପଥ ଅଞ୍ଚଳରେ ଚାଲିଛି ସାନିଟାଇଜେସନ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- RandallfuH on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- RandallfuH on ପିଠା ଯୋଜାନର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ସେପଟେ ନବୀନଙ୍କ ଘୋଷଣା ମଧୁବାବୁ ପେନସନ ଯୋଜନାରେ ଆଉ ୫ ଲକ୍ଷ ହିତାଧିକାରୀ ହେବେ ସାମିଲ !
- RandallfuH on ଗିରଫ ହେଲେ ଗୁଜୁରାଟୀ ଅଭିନେତ୍ରୀ, ଆପତ୍ତିଜନକ ଭିଡିିଓ ତିଆରି କରି ବ୍ଲାକ୍ମେଲ କରିବା ସହ ଲୁଟୁଥିଲେ ଟଙ୍କା
- RandallfuH on କେମିତି କଟିବ ୨୦୧୯
- RandallfuH on ଜାମ୍ମୁକାଶ୍ମୀରରେ ଆଜିଠୁ ଲାଗୁ ହେଲା ରାଷ୍ଟ୍ରପତି ଶାସନ
