ଭୁବନେଶ୍ୱର : ମାତ୍ର ୧୫ ଦିନ ଭିତରେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଆସିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବୁଧବାର ରାହୁଲ ଓଡ଼ିଶାରେ ପହଞ୍ଚିଛନ୍ତି। ଭବାନୀପାଟଣା ଓ ରାଉରକେଲାରେ ହେବାକୁ ଥିବା ପରିବର୍ତ୍ତନ ସଙ୍କଳ୍ପ ସମାବେଶରେ ସେ ଯୋଗଦେବେ। ଭବାନୀପାଟଣାର ଶ୍ରୀକୃଷ୍ଣନଗର ପଡ଼ିଆରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, କଂଗ୍ରେସର ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂହ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝିଙ୍କ ସହ ବହୁ ବରିଷ୍ଠ କଂଗ୍ରେସ ନେତା ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାର ବିରୋଧରେ ରଣହୁଙ୍କାର ଦେଇଛନ୍ତି। ଅପରାହ୍ନ ୨ଟାରେ ସେ ସୁନ୍ଦରଗଡ଼ ଜିଲା ଇସ୍ପାତ ନଗର ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଓଡ଼ିଶା ଗସ୍ତରେ ରାହୁଲ କ’ଣ କହିବେ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।
ଓଡ଼ିଶା ପରିବର୍ତ୍ତନ ସଂକଳ୍ପ ସମାବେଶରେ ରାହୁଲ
- Advertisement -
Stay Connected
Comment
- RandallfuH on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- BrianGep on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- BrianGep on ରାଜ୍ୟରେ ପଞ୍ଚମ କରୋନା ରୋଗୀ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୫କୁ ବୃଦ୍ଧି
- BrianGep on ଘରେ ପସ୍ତୁତ କରନ୍ତୁ ….ବ୍ରେଡ୍ ପୁଡିଂ ।
- BrianGep on ଗିରଫ ହେଲେ ଗୁଜୁରାଟୀ ଅଭିନେତ୍ରୀ, ଆପତ୍ତିଜନକ ଭିଡିିଓ ତିଆରି କରି ବ୍ଲାକ୍ମେଲ କରିବା ସହ ଲୁଟୁଥିଲେ ଟଙ୍କା

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.