ଭୁବନେଶ୍ୱର : କରୋନା ପାଇଁ ଶୁକ୍ରବାର ସିନେମା ହଲ୍, ସୁଇମିଂ ପୁଲ, ଜିମ୍ ସେଣ୍ଟରକୁ ବନ୍ଦ କରାଯାଇଥିବାବେଳେ ଶନିବାର ରାଜଧାନୀର ସମସ୍ତ କୋଚିଂ ସେଣ୍ଟର ଓ ଟ୍ୟୁଶନ ସେଣ୍ଟରକୁ ବନ୍ଦ କରି ଦିଆଯାଇଛି। ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ପିଲାଙ୍କୁ କୋଚିଂ ସେଣ୍ଟରକୁ ନ ପଠାଇବା ପାଇଁ ଅଭିଭାବକମାନଙ୍କୁ ମଧ୍ୟ କମିଶନର ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ସ୍ଥାନରେ ଏକାଧିକ ଲୋକ ଏକାଠି ହେଲେ କରୋନା ଭାଇରସ୍ ସଂକ୍ରମଣର ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ ଏହାକୁ ଏଡାଇବା ପାଇଁ ମଲ୍କୁ ଛାଡ଼ିଦେଲେ ସରକାର ଏବେ ଧୀରେ ଧୀରେ ସବୁ ଅନୁଷ୍ଠାନ ଓ ପ୍ରତିଷ୍ଠାନଗୁଡିକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଛନ୍ତି।
କରୋନା ପାଇଁ ରାଜଧାନୀରେ ବନ୍ଦ ରହିବ କୋଚିଂ ସେଣ୍ଟର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Jamesteree on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- RobertTougs on ନିଖୋକ ପରେ ପାହଡ ତଳୁ ମିଳିଲା ନାବାଳିକାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଏହା ଅସ୍ପଷ୍ଟ !
- AllenInony on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- Manuelflide on ଦୁବାଇରେ ଫସିଥିବା ୪ ଓଡ଼ିଆ ଯୁବକଙ୍କୁ ଉଦ୍ଧାର କଲା ଓଡ଼ିଶା-ମୋ ପରିବାର
- Manuelflide on ଛଅବର୍ଷ ବୟସରେ ହୋଇଥିଲା ବାଲ୍ୟ ବିବାହ, ୧୨ବର୍ଷ ପରେ ଏଥିରୁ ମୁକୁଳି ପାରିଲେ ଯୁବତୀ
