ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ଆଡ଼ିଆ ପଞ୍ଚାୟତର ଅଗିରାଗାଡ଼ିଆ ଗାଁରେ ଗତକାଲି ଵିଲମ୍ଵିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ 3ଟି ପରିବାରର 15 ବଖରା ଘର, 10ଟି ଛେଳି ଓ 6ଟି ଗାଇ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଵିଦ୍ୟୁତ୍ ସଟ୍ସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ଖବର ପାଇ ଆଗରପଡ଼ାରୁ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲେ ।
ନିଆଁରେ ଜଳିଗଲା 15 ବଖରା ଘର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Ahmedexcum on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- RandallLam on କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା ସହ ମାର୍ଚ୍ଚ ୩୧ ତାରିଖ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି
- ZionExoma on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- Ahmedexcum on ବିଜେପି ଛାଡିଲେ ସୁବାସ ଚୌହାନ
- Angelothini on ଭାଗ ନଛିଡ଼ିବରୁ ପିଟା ପିଟି !
