ଭୁବନେଶ୍ୱର : ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ। ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏହିସବୁ ଜିଲାକୁ ସତର୍କ ରହିବାକୁ କୁହାଯାଇଛି।
ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- aviator_gysi on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
- melbet_gvOr on ନୟାଗଡ ର୍ନିବାଚନମଣ୍ଡଳୀରୁ ପ୍ରଚାର ମୈଦାନକୁ ଓହ୍ଲାଇଲେ ନବୀନ
- aviator_ucsi on ହଷ୍ଟେଲ ରୁମ୍ ରେ ଛାତ୍ରୀଙ୍କ ଆତ୍ମହତ୍ୟା!
- TylerCarty on ଆଜିର ରାଶିଫଳ
- luxury car rental miami_tuOn on ଆଜି କ୍ୱାଟର ଫାଇନାଲରେ ମୁହାଁମୁହିଁ ହେବେ : ଆର୍ଜେଣ୍ଟିନା-ଇଂଲଣ୍ଡ, ଅଷ୍ଟେଲିଆ-ଫ୍ରାନ୍ସ !
