ଅପ୍ରେଲ ୦୭ ତାରିଖ ୨୦୧୯ମସିହା (ରବିବାର)
କାଳବେଳା ଓ
ବାରବେଳା-ଦିବା ଘ୧୦/୧୨ଗତେ ଘ୦୧/୧୩ମଧ୍ୟେ
ଅମୃତବେଳା – ଦିବା
ଘ୦୭/୧୧ ଗତେ ଘ୦୮/ ୪୫ମଧ୍ୟେ ଓ ରାତ୍ରି ଘ ଘ୦୮/ ୫୫ ଗତେ ଘ୧୧/୫୮ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୮/୪୨ ଗତେ ଘ୧୦/୧୦ମଧ୍ୟେ ଓ ଘ୦୧/୦୯ଗତେ ୫୮ମଧ୍ୟେ
ମେଷ
ଆଜି ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ପ୍ରାପ୍ତ ହେବ ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ।
ବୃଷ
ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି ରହିବ।
ମିଥୁନ
ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି।
କର୍କଟ
ଆଜି ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ଆପଣଙ୍କ ର ବିଜୟ ହେବ।
ସିଂହ
ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସି ରେ ରହିବେ । କର୍ମଚାରୀ ମାନେସୁଫଳ ପାଇବେ।
କନ୍ୟା
ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଘରେ ଆସି ଟଙ୍କା ଦେଇଯାଇପାରେ। ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ମନ ପ୍ରଫୁଲ୍ଲ ରହିବ।
ତୁଳା
ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଜ୍ୟେଷ୍ଠା ନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।
ଧନୁ
ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍ ଖୁସୀ ରହିବେ।ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର
ଆଜି ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି
କୁମ୍ଭ
ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମୀନ
ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।ଆଜିର ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Casino vavada zyskuje pozytywne opinie dzięki różnorodnej ofercie obejmującej sloty, gry stołowe oraz turnieje z evolution gaming. Kasyno online oferuje bonus powitalny, darmowe spiny i bonusy oraz kody promocyjne dla nowych graczy. Obsługa klienta gaming działa sprawnie, a gracze mogą wziąć udział w promocjach dostępnych na vavada pl.
Vavada w Polsce zdobyła popularność dzięki pełnej lokalizacji i wsparciu dla płatności w złotówkach. Gracze doceniają możliwość grania w języku polskim i kontakt z obsługą klienta w rodzimym języku. Oferta promocyjna, w tym stały cashback 10, dodatkowo zwiększa atrakcyjność kasyna. Na tle konkurencji wyróżnia się szeroką gamą gier, szybkim czasem wypłat i aplikacjami mobilnymi. Wszystko to czyni serwis istotnym graczem na polskim rynku gier online. Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?
W katalogu gier znajdują się znane produkcje, w tym Chicken Road 2, Fire Joker, Funky Time, Dog House 1000 czy Energy Joker: Hold and Win. Od momentu startu projektu w 2019 roku platformie zaufało już ponad 350 000 użytkowników. Serwis działa na podstawie licencji wydanej przez regulatora z Curaçao, co zapewnia zgodność z europejskimi standardami branży iGaming. Ambicją marki jest oferowanie jakości usług, która może skutecznie konkurować z popularnymi serwisami pokroju TotalCasino.
Slottica Casino zbudowaliśmy z myślą o graczach z Polski, którzy szukają jednego miejsca do wszystkiego – od automatów i kasyna na żywo po zakłady sportowe i e-sport. U nas znajdziesz ponad 20 000 gier od ponad 250 dostawców, w tym największe nazwiska branży, design działający równie dobrze na desktopie i telefonach, codzienne loterie, kwartalny konkurs Season’s Battle z nagrodami rzeczowymi (telewizory Samsung, MacBook Air, gadżety) oraz bogaty program turniejowy. Slottica Kasyno to też rozbudowany system bonusów – pakiet powitalny, cashback, prezenty urodzinowe, bonusy za polecenie znajomych i premie za pobranie aplikacji – a do tego wsparcie po polsku dostępne całą dobę przez czat. Dla nas liczy się to, żebyś mógł grać tak, jak lubisz: bez ograniczeń godzin, bez ukrytych warunków, z pełną kontrolą nad limitami i kontem.
Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?