ଅପ୍ରେଲ ୦୧ ତାରିଖ ୨୦୧୯ମସିହା (ସୋମବାର)
କାଳବେଳା -ଦିବା ଘ୦୨/୫୫ଗତେ ଘ୦୪/୨୫ମଧ୍ୟେ
ବାରବେଳା-ଦିବା ଘ୦୭/୨୫ଗତେ ଘ୦୮/୫୫ମଧ୍ୟେ
ଅମୃତବେଳା – ଦିବା
ଘ୦୭/୨୬ମଧ୍ୟେ ଓ ଘ ୦୧/୨୮ ଗତେ ଘ୦୨/୫୪ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୯/୦୦ ଗତେ ଘ୧୦/୨୪ମଧ୍ୟେ ଓ ଘ୧୧/୫୫ଗତେ ଘ୦୧/୨୩ମଧ୍ୟେ
ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।
ବୃଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ: ଆଜି କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।
କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।
ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

встраиваемые ip камеры уличная поворотная ip камеры видеонаблюдения
комплект видеонаблюдения с монитором комплект видеонаблюдения
Только лучшее здесь: https://regalbuild.ru
Обновлено сегодня: https://gen-web.ru
бра настенные дизайнерские люстра потолочная дизайнерская
агентство по организации свадеб провести свадьбу москва
услуги стоматологии лучшие стоматологии москвы
лента стальная лента бандажная оцинкованная
I’m truuly enjhoying the drsign annd layyout off ykur blog.
It’s a very easy on tthe eyes wnich maies itt
mhch mode pleasnt for me too come herre andd viksit more often. Diid yyou hirfe out a eveloper tto crteate yiur theme?
Fantastic work!
my webb blpog – cnhub.xyz