ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଖୁସିର ଖବର ଆଣିଛନ୍ତି। ଏଣିକି ପୌରପାଳିକାର କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁସାରେ ଦରମା ପାଇବେ। ୨୦୧୬ ଏପ୍ରିଲ ପହିଲାରୁ ପିଛିଲା ଭାବେ ଏହା ଲାଗୁ ହେବ। ଅତିରିକ୍ତ ଖର୍ଚ୍ଚ ଭାରକୁ ପୌରପାଳିକା ନିଜସ୍ୱ ପାଣ୍ଠିରୁ ବହନ କରିବ।
ପୌର କର୍ମଚାରୀଙ୍କୁ ସପ୍ତମ ବେତନ କମିସନ୍ଙ୍କ ଅନୁସାରେ ମିଳିବ ଦରମା :ମୁଖ୍ୟମନ୍ତ୍ରୀ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Patrickelisp on ରାଜଧାନୀ ପ୍ରଶାନ୍ତି ବିହାର ଅଂଚଳରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର !
- Albertanorm on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- WilliamHab on ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଉପରେ ଲାଗିଲା କଟକଣା
- Matthewdip on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- Serena on ପ୍ରେମ ବିବାହକୁ ନେଇ ଗାଁରେ ବସିଲା କଙ୍ଗାରୁକୋର୍ଟ: ଶଳା ବାହାଘର ଭିଣାଇକୁ ଦଣ୍ଡ !
