କେନ୍ଦୁଝର : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜୁନିୟର ଇଞ୍ଜିନିୟର ବିଭୂତି ଭୂଷଣ ପ୍ରଧାନ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଖବରରୁ ପ୍ରକାଶ ଯେ, ଠିକାଦାର ହେମନ୍ତ ମହାନ୍ତଙ୍କଠାରୁ ଏକ କମ୍ୟୁନିଟି ସେଣ୍ଟରର ଫାଇନାଲ ବିଲ୍ କରିବା ପାଇଁ ଜେଇ ୭ ହଜାର ୫୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଭୂତିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରି କେନ୍ଦୁଝର ଭିଜିଲାନ୍ସ କୋର୍ଟରେ ସୋମବାର ହାଜିର କରାଇଛି। ଆଜିର ଏହି ଚଢ଼ାଉରେ କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ଦେବଦତ୍ତ ସେଠ୍ଙ୍କ ନେତୃତ୍ୱରେ ଭଦ୍ରକ ଡିିଏସ୍ପି କେନ୍ଦୁଝର ଭିଜିଲାନ୍ସ ଇନ୍ସପେକ୍ଟର, ବାରିପଦା ଇନ୍ସପେକ୍ଟର, କେନ୍ଦୁଝର ଭିଜିଲାନ୍ସ କର୍ମଚାରୀ ପ୍ରମୁଖ ସାମିଲ ଥିଲେ।
ଲାଞ୍ଚ ନେଇ ଧରାପଡ଼ିଲେ ଜୁନିୟର ଇଞ୍ଜିନିୟର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Williamjoria on ୭୪ ବର୍ଷରେ ପାଦ ଦେଲେ ନବୀନ
- mostbet_twSi on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- CharlesOvAts on ପୁଣି ଖାକି ରେ କଳଙ୍କ,ପ୍ରେମିକ ସହ ମିଶି ନାବାଳିକା ସହ ଦୁଷ୍କର୍ମ କଲେ ପୋଲିସ ଏ ଏସ ଆଇ ।
- mostbet_bqml on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- plinko_pzPr on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
