ଭୁବନେଶ୍ୱର: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର କିଲୋ ପିଛା ୧୫୦ ଟଙ୍କାରେ ପହଞ୍ଚିଛି। ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବାବେଳେ ଗୁରୁବାର ରାଜ୍ୟରେ ପିଆଜ ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୪୦ରେ ଟପିଛି। ରାଜ୍ୟର ସବୁଠୁ ବଡ଼ ପରିବା ହୋଲସେଲ ମାର୍କେଟ କଟକ ଛତ୍ର ବଜାରରେ ୧୪୦ ଟଙ୍କା ଉପରେ ରହିଛି। ୨ ଦିନ ତଳେ ଛତ୍ରବଜାରରେ ପିଆଜ ୧୦୦ ଟଙ୍କା ଥିବାବେଳେ ଗୁରୁବାର ୧୪୦ ଟଙ୍କାରେ ପହଞ୍ଚିଛି। ଆମଦାନୀ ହ୍ରାସ ଯୋଗୁ ଷ୍ଟକ୍ ଥିବା ପିଆଜ ଦର ବୃଦ୍ଧି ପାଇଥିବା ଜଣାପଡିଛି। ପିଆଜ ଦର ଅହେତୁକ ବୃଦ୍ଧି ଯୋଗୁ ଖାଉଟି ଅସନ୍ତୋଷ ଦେଖିବାକୁ ମିଳିଛି। ଏଣେ ବେଲଗାମ ପିଆଜ ଦରକୁ ନେଇ ଅନେକ ଲୋକ ପିଆଜ ଖାଇବା ଛାଡି ଦେଇଥିବା ବେଳେ ସ୍ଥିତି ସ୍ବାଭାବିକ ହେବାକୁ ଆହୁରି ସମୟ ଲାଗିବ ବୋଲି ବ୍ୟବସାୟୀ କହିଛନ୍ତି।
ରେକର୍ଡ ଭାଙ୍ଗିଲା ପିଆଜ ଦର: ଛତ୍ରବଜାରରେ ୧୪୦ ଛୁଇଁଲା
- Advertisement -
Stay Connected
Comment
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- antibiotics online on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.