ଭୁବନେଶ୍ୱର : ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ଶେଷ ଆଡକୁ ବିଜେଡି ସଭାପତିଙ୍କ ଗସ୍ତ ସ୍ଥିର କରାଯାଇଛି। ରବିବାର ବରଗଡ ଜିଲାର ସ୍ଥାନୀୟ ବିଜେଡି ପ୍ରତିନିଧି ଏବଂ ରାଜ୍ୟସ୍ତରୀୟ ବରିଷ୍ଠ ନେତାମାନଙ୍କ ମଧ୍ୟରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ହେଲେ ଏ ନେଇ ଦଳ ପକ୍ଷରୁ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇନାହିଁ।
ବିଜେପୁର ଉପନିର୍ବାଚନ : ୧୭,୧୮ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- shkola onlain_txel on ସୋସିଆଲ ମିଡ଼ିଆରେ ବିଜ୍ଞାପନ ଖର୍ଚ୍ଚ: ଭାଜପା ଆଗରେ
- shkola onlain_xwel on ଆଜିର ରାଶିଫଳ
- vavada_prPn on ବିଧାନସଭା ପରେ ରାଜମହଲ,ବାପୁଜୀନଗର ଏବଂ ଜନପଥ ଅଞ୍ଚଳରେ ଚାଲିଛି ସାନିଟାଇଜେସନ
- mostbet_lcol on ତେଲେଙ୍ଗାନା ଏନ୍କାଉଣ୍ଟର: ପୁଣିଥରେ ବ୍ୟବଚ୍ଛେଦ ହେବ ଅପରାଧୀଙ୍କ ସଂରକ୍ଷିତ ମୃତଦେହ
- pereplanirovka kvartir_dfEt on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
